ଆଦି ପୁସ୍ତକ 36:15 - ପବିତ୍ର ବାଇବଲ15 ଏଷୌର ସନ୍ତାନମାନଙ୍କ ପରିବାରବର୍ଗ। ଏଷୌର ଜ୍ୟେଷ୍ଠ ପୁତ୍ର ଯେ ଇଲୀଫସ୍ ତାହାର ମୂଖ୍ୟ ତୈମନ୍, ମୂଖ୍ୟ ଓମାର, ମୂଖ୍ୟ ସଫୋ ଓ ମୂଖ୍ୟ କନସ୍। Viz kapitolaପବିତ୍ର ବାଇବଲ (Re-edited) - (BSI)15 ଏଷୌର ସନ୍ତାନମାନଙ୍କ ରାଜାବଳୀ। ଏଷୌର ଜ୍ୟେଷ୍ଠ ପୁତ୍ର ଯେ ଇଲୀଫସ୍, ତାହାର ପୁତ୍ର ରାଜା ତୈମନ୍ ଓ ରାଜା ଓମାର୍ ଓ ରାଜା ସଫୋ ଓ ରାଜା କନସ୍ Viz kapitolaଓଡିଆ ବାଇବେଲ15 ଏଷୌର ସନ୍ତାନମାନଙ୍କ ରାଜାବଳୀ। ଏଷୌର ଜ୍ୟେଷ୍ଠ ପୁତ୍ର ଯେ ଇଲୀଫସ୍, ତାହାର ପୁତ୍ର ରାଜା ତୈମନ୍ ଓ ରାଜା ଓମାର୍ ଓ ରାଜା ସଫୋ ଓ ରାଜା କନସ୍ Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଏଷୌର ସନ୍ତାନମାନଙ୍କ ରାଜାବଳୀ। ଏଷୌର ଜ୍ୟେଷ୍ଠ ପୁତ୍ର ଯେ ଇଲୀଫସ୍, ତାହାର ପୁତ୍ର ରାଜା ତୈମନ୍ ଓ ରାଜା ଓମାର୍ ଓ ରାଜା ସଫୋ ଓ ରାଜା କନସ୍ Viz kapitola |