ଆଦି ପୁସ୍ତକ 36:37 - ପବିତ୍ର ବାଇବଲ37 ଏହା ପରେ ସମ୍ଳର ମୃତ୍ୟୁପରେ ଫରାତ୍ ନଦୀ ନିକଟସ୍ଥ ରହୋବତ୍ ନିବାସୀ ଶୌଲ ତାହା ପଦରେ ରାଜତ୍ୱ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)37 ପୁଣି ସମ୍ଳର ମରଣ ଉତ୍ତାରେ (ଫରାତ୍) ନଦୀର ନିକଟସ୍ଥ ରହୋବତ୍ ନିବାସୀ ଶୌଲ ତାହା ପଦରେ ରାଜତ୍ଵ କଲା। Viz kapitolaଓଡିଆ ବାଇବେଲ37 ପୁଣି, ସମ୍ଳର ମରଣ ଉତ୍ତାରେ (ଫରାତ୍) ନଦୀର ନିକଟସ୍ଥ ରହୋବୋତ୍ ନିବାସୀ ଶୌଲ ତାହା ପଦରେ ରାଜତ୍ୱ କଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT37 ପୁଣି, ସମ୍ଳର ମରଣ ଉତ୍ତାରେ (ଫରାତ୍) ନଦୀର ନିକଟସ୍ଥ ରହୋବୋତ୍ ନିବାସୀ ଶୌଲ ତାହା ପଦରେ ରାଜତ୍ୱ କଲା। Viz kapitola |