ଆଦି ପୁସ୍ତକ 36:43 - ପବିତ୍ର ବାଇବଲ43 ମୂଖ୍ୟ ମିବ୍ସର, ମୂଖ୍ୟ ମଗ୍ଦୀୟେଲ, ମୂଖ୍ୟ ଈରମ୍, ଏମାନେ ନିଜ ନିଜ ଅଧିକୃତ ଦେଶରେ ବସତି ସ୍ଥାନାନୁସାରେ ଇଦୋମର ମୂଖ୍ୟଗଣ ତାଲିକା ଅନୁସାରେ ଥିଲେ। ଇଦୋମୀୟମାନଙ୍କ ଆଦିପୁରୁଷ ଏଷୌର ବଂଶ ଏହିପରି। Viz kapitolaପବିତ୍ର ବାଇବଲ (Re-edited) - (BSI)43 ଓ ରାଜା ମଗ୍ଦୀୟେଲ ଓ ରାଜା ଈରମ୍; ଏମାନେ ଆପଣା ଆପଣା ଅଧିକୃତ ଦେଶରେ ବସତି ସ୍ଥାନାନୁସାରେ ଇଦୋମର ରାଜଗଣ ଥିଲେ। ଇଦୋମୀୟମାନଙ୍କ ଆଦିପୁରୁଷ ଏଷୌର ବୃତ୍ତା; ସମାପ୍ତ। Viz kapitolaଓଡିଆ ବାଇବେଲ43 ଓ ରାଜା ମଗ୍ଦୀୟେଲ ଓ ରାଜା ଈରମ୍; ଏମାନେ ଆପଣା ଆପଣା ଅଧିକୃତ ଦେଶରେ ବସତି ସ୍ଥାନାନୁସାରେ ଇଦୋମର ରାଜଗଣ ଥିଲେ। ଇଦୋମୀୟମାନଙ୍କ ଆଦିପୁରୁଷ ଏଷୌର ବୃତ୍ତାନ୍ତ ସମାପ୍ତ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT43 ଓ ରାଜା ମଗ୍ଦୀୟେଲ ଓ ରାଜା ଈରମ୍; ଏମାନେ ଆପଣା ଆପଣା ଅଧିକୃତ ଦେଶରେ ବସତି ସ୍ଥାନାନୁସାରେ ଇଦୋମର ରାଜଗଣ ଥିଲେ। ଇଦୋମୀୟମାନଙ୍କ ଆଦିପୁରୁଷ ଏଷୌର ବୃତ୍ତାନ୍ତ ସମାପ୍ତ। Viz kapitola |