ଆଦି ପୁସ୍ତକ 37:10 - ପବିତ୍ର ବାଇବଲ10 ଯୋଷେଫ ତାଙ୍କର ସେହି ସ୍ୱପ୍ନର କଥା ତାଙ୍କ ପିତାଙ୍କୁ ମଧ୍ୟ ଜଣାଇଲେ। କିନ୍ତୁ ତାଙ୍କର ପିତା ତାଙ୍କୁ ଗାଳି ଦେଲେ। ତାଙ୍କର ପିତା ତାଙ୍କୁ କହିଲେ, “ଏ କି ପ୍ରକାର ସ୍ୱପ୍ନ? ତୁ କ’ଣ ଭାବୁଛୁ ମୁଁ, ତୋର ମା ଏବଂ ତୋର ଭାଇମାନେ ତୋତେ ପ୍ରଣାମ କରିବାକୁ ଆସିବୁ?” Viz kapitolaପବିତ୍ର ବାଇବଲ (Re-edited) - (BSI)10 ମାତ୍ର ସେ ଆପଣା ପିତା ଓ ଭାଇମାନଙ୍କ ସାକ୍ଷାତରେ ତାହା କହନ୍ତେ, ତାହାର ପିତା ତାହାକୁ ଧମକାଇ କହିଲେ, ତୁ ଏ କି ପ୍ରକାର ସ୍ଵପ୍ଵ ଦେଖିଲୁ? ମୁଁ ଓ ତୋʼ ମାତା ଓ ତୋʼ ଭ୍ରାତୃଗଣ, ଆମ୍ଭେମାନେ କି ଭୂମିଷ୍ଠ ହୋଇ ତୋତେ ପ୍ରଣାମ କରିବାକୁ ଆସିବୁ? Viz kapitolaଓଡିଆ ବାଇବେଲ10 ମାତ୍ର ସେ ଆପଣା ପିତା ଓ ଭାଇମାନଙ୍କ ସାକ୍ଷାତରେ ତାହା କହନ୍ତେ, ତାହାର ପିତା ତାହାକୁ ଧମକାଇ କହିଲେ, “ତୁ ଏ କି ପ୍ରକାର ସ୍ୱପ୍ୱ ଦେଖିଲୁ ? ମୁଁ ଓ ତୋ’ ମାତା ଓ ତୋ’ ଭ୍ରାତୃଗଣ, ଆମ୍ଭେମାନେ କି ଭୂମିଷ୍ଠ ହୋଇ ତୋତେ ପ୍ରଣାମ କରିବାକୁ ଆସିବୁ ?” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ମାତ୍ର ସେ ଆପଣା ପିତା ଓ ଭାଇମାନଙ୍କ ସାକ୍ଷାତରେ ତାହା କହନ୍ତେ, ତାହାର ପିତା ତାହାକୁ ଧମକାଇ କହିଲେ, “ତୁ ଏ କି ପ୍ରକାର ସ୍ୱପ୍ନ ଦେଖିଲୁ? ମୁଁ ଓ ତୋʼ ମାତା ଓ ତୋʼ ଭ୍ରାତୃଗଣ, ଆମ୍ଭେମାନେ କି ଭୂମିଷ୍ଠ ହୋଇ ତୋତେ ପ୍ରଣାମ କରିବାକୁ ଆସିବୁ?” Viz kapitola |