ଆଦି ପୁସ୍ତକ 37:13 - ପବିତ୍ର ବାଇବଲ13 ଇସ୍ରାଏଲ ଯୋଷେଫଙ୍କୁ କହିଲେ, “ଶିଖିମକୁ ଯାଅ। ତୁମ୍ଭର ଭାଇମାନେ ସେଠାରେ ମେଣ୍ଢା ଚରାଉଛନ୍ତି।” ଯୋଷେଫ ଉତ୍ତର ଦେଲେ, “ମୁଁ ସେଠାକୁ ଯିବି।” Viz kapitolaପବିତ୍ର ବାଇବଲ (Re-edited) - (BSI)13 ଇସ୍ରାଏଲ ଯୋଷେଫକୁ କହିଲେ, ତୁମ୍ଭର ଭ୍ରାତୃଗଣ କି ଶିଖିମରେ ପଶୁପଲ ଚରାଉ ନାହାନ୍ତି? ଆସ, ମୁଁ ତୁମ୍ଭକୁ ସେମାନଙ୍କ ନିକଟକୁ ପଠାଇବି; ତହିଁରେ ସେ କହିଲା, ଦେଖନ୍ତୁ, ମୁଁ ଉପସ୍ଥିତ ଅଛି। Viz kapitolaଓଡିଆ ବାଇବେଲ13 ଇସ୍ରାଏଲ ଯୋଷେଫକୁ କହିଲେ, “ତୁମ୍ଭର ଭ୍ରାତୃଗଣ କି ଶିଖିମରେ ପଶୁପଲ ଚରାଉ ନାହାନ୍ତି ?” ଆସ, ମୁଁ ତୁମ୍ଭକୁ ସେମାନଙ୍କ ନିକଟକୁ ପଠାଇବି; ତହିଁରେ ସେ କହିଲା, “ଦେଖନ୍ତୁ, ମୁଁ ଉପସ୍ଥିତ ଅଛି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଇସ୍ରାଏଲ ଯୋଷେଫକୁ କହିଲେ, “ତୁମ୍ଭର ଭ୍ରାତୃଗଣ କି ଶିଖିମରେ ପଶୁପଲ ଚରାଉ ନାହାନ୍ତି? ଆସ, ମୁଁ ତୁମ୍ଭକୁ ସେମାନଙ୍କ ନିକଟକୁ ପଠାଇବି;” ତହିଁରେ ସେ କହିଲା, “ଦେଖନ୍ତୁ, ମୁଁ ଉପସ୍ଥିତ ଅଛି।” Viz kapitola |