Online Bible

- Reklamy -




ଆଦି ପୁସ୍ତକ 37:14 - ପବିତ୍ର ବାଇବଲ

14 ଯୋଷେଫଙ୍କର ପିତା କହିଲେ, “ଯାଇ ଦେଖ ତୁମ୍ଭର ଭାଇମାନେ ଏବଂ ପଲ ସବୁ କିପରି ଅଛନ୍ତି।” ତା'ପରେ ଫେରି ଆସ ଏବଂ ମୋତେ କୁହ। ତେଣୁ ଯୋଷେଫଙ୍କର ପିତା ତାଙ୍କୁ ହିବ୍ରୋଣର ଶିଖିମ ଉପତ୍ୟକାକୁ ପଠାଇଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

14 ସେତେବେଳେ ଇସ୍ରାଏଲ ତାହାକୁ କହିଲେ, ତୁମ୍ଭେ ଯାଇ ତୁମ୍ଭର ଭ୍ରାତୃଗଣ ଓ ପଶୁପଲ ଭଲ ଅଛନ୍ତି କି ନାହିଁ, ତାହା ଦେଖି ମୋʼ ନିକଟକୁ ସମ୍ଵାଦ ଆଣ। ଏହି ରୂପେ ସେ ହିବ୍ରୋଣର ତଳ ଭୂମିରୁ ଯୋଷେଫକୁ ପଠାନ୍ତେ, ସେ ଶିଖିମରେ ଉପସ୍ଥିତ ହେଲା।

Viz kapitola kopírovat

ଓଡିଆ ବାଇବେଲ

14 ସେତେବେଳେ ଇସ୍ରାଏଲ ତାହାକୁ କହିଲେ, “ତୁମ୍ଭେ ଯାଇ ତୁମ୍ଭର ଭ୍ରାତୃଗଣ ଓ ପଶୁପଲ ଭଲ ଅଛନ୍ତି କି ନାହିଁ, ତାହା ଦେଖି ମୋ’ ନିକଟକୁ ସମ୍ବାଦ ଆଣ।” ଏହିରୂପେ ସେ ହିବ୍ରୋଣର ତଳ ଭୂମିରୁ ଯୋଷେଫକୁ ପଠାନ୍ତେ, ସେ ଶିଖିମରେ ଉପସ୍ଥିତ ହେଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ସେତେବେଳେ ଇସ୍ରାଏଲ ତାହାକୁ କହିଲେ, “ତୁମ୍ଭେ ଯାଇ ତୁମ୍ଭର ଭ୍ରାତୃଗଣ ଓ ପଶୁପଲ ଭଲ ଅଛନ୍ତି କି ନାହିଁ, ତାହା ଦେଖି ମୋʼ ନିକଟକୁ ସମ୍ବାଦ ଆଣ।” ଏହିରୂପେ ସେ ହିବ୍ରୋଣର ତଳ ଭୂମିରୁ ଯୋଷେଫକୁ ପଠାନ୍ତେ, ସେ ଶିଖିମରେ ଉପସ୍ଥିତ ହେଲା।

Viz kapitola kopírovat




ଆଦି ପୁସ୍ତକ 37:14

Následuj nás:

Reklamy


Reklamy