ଆଦି ପୁସ୍ତକ 37:15 - ପବିତ୍ର ବାଇବଲ15 ଶିଖିମଠାରେ ଯୋଷେଫ ଏଣେ ତେଣେ କ୍ଷେତ୍ର ମଧ୍ୟରେ ବୁଲୁଥିବାର ଜଣେ ବ୍ୟକ୍ତି ଦେଖିଲେ। ସେହି ଲୋକଟି ପଗ୍ଭରିଲା, “ତୁମ୍ଭେ ଏଠାରେ କ’ଣ ଖୋଜୁଛ?” Viz kapitolaପବିତ୍ର ବାଇବଲ (Re-edited) - (BSI)15 ସେତେବେଳେ ଜଣେ ମନୁଷ୍ୟ ଯୋଷେଫକୁ କ୍ଷେତରେ ଏଣେତେଣେ ଭ୍ରମଣ କରିବାର ଦେଖି ପଚାରିଲା, ତୁମ୍ଭେ କଅଣ ଖୋଜୁଅଛ? Viz kapitolaଓଡିଆ ବାଇବେଲ15 ସେତେବେଳେ ଜଣେ ମନୁଷ୍ୟ ଯୋଷେଫକୁ କ୍ଷେତରେ ଏଣେତେଣେ ଭ୍ରମଣ କରିବାର ଦେଖି ପଚାରିଲା, “ତୁମ୍ଭେ କଅଣ ଖୋଜୁଅଛ ?” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ସେତେବେଳେ ଜଣେ ମନୁଷ୍ୟ ଯୋଷେଫକୁ କ୍ଷେତରେ ଏଣେତେଣେ ଭ୍ରମଣ କରିବାର ଦେଖି ପଚାରିଲା, “ତୁମ୍ଭେ କଅଣ ଖୋଜୁଅଛ?” Viz kapitola |