ଆଦି ପୁସ୍ତକ 37:16 - ପବିତ୍ର ବାଇବଲ16 ଯୋଷେଫ ଉତ୍ତର ଦେଲେ, “ମୁଁ ମୋର ଭାଇମାନଙ୍କୁ ଖୋଜୁଛି। ଦୟାକରି କହିବେ କି ସେମାନେ ପଶୁପଲଙ୍କ ସହିତ କେଉଁଠାରେ ଅଛନ୍ତି?” Viz kapitolaପବିତ୍ର ବାଇବଲ (Re-edited) - (BSI)16 ସେ କହିଲା, ମୋʼ ଭାଇମାନଙ୍କୁ ଖୋଜୁଅଛି, ସେମାନେ କେଉଁଠାରେ ପଶୁପଲ ଚରାଉଛନ୍ତି, ଅନୁଗ୍ରହ କରି ମୋତେ କୁହ। Viz kapitolaଓଡିଆ ବାଇବେଲ16 ସେ କହିଲା, “ମୋ’ ଭାଇମାନଙ୍କୁ ଖୋଜୁଅଛି, ସେମାନେ କେଉଁଠାରେ ପଶୁପଲ ଚରାଉଛନ୍ତି, ଅନୁଗ୍ରହ କରି ମୋତେ କୁହ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ସେ କହିଲା, “ମୋʼ ଭାଇମାନଙ୍କୁ ଖୋଜୁଅଛି, ସେମାନେ କେଉଁଠାରେ ପଶୁପଲ ଚରାଉଛନ୍ତି, ଅନୁଗ୍ରହ କରି ମୋତେ କୁହ।” Viz kapitola |