Online Bible

- Reklamy -




ଆଦି ପୁସ୍ତକ 37:17 - ପବିତ୍ର ବାଇବଲ

17 ଏହା ପରେ ସେହି ଲୋକଟି କହିଲା। “ସେମାନେ ଏଠାରୁ ଗ୍ଭଲିଗଲେଣି। ସେମାନେ କହୁଥିବାର ମୁଁ ଶୁଣିଛି, ଆସ ଦୋଥନକୁ ଯିବା।” ତେଣୁ ଯୋଷେଫ ତାଙ୍କର ଭାଇମାନଙ୍କୁ ଅନୁସରଣ କରି ଦୋଥନରେ ଯାଇ ସେମାନଙ୍କୁ ସାକ୍ଷାତ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 ସେ ମନୁଷ୍ୟ କହିଲା, ସେମାନେ ଏଠାରୁ ଯାଇଛନ୍ତି; କାରଣ ମୁଁ ଶୁଣିଥିଲି, ସେମାନେ ଦୋଥନକୁ ଯିବେ ବୋଲି କହୁଥିଲେ। ଏଣୁ ଯୋଷେଫ ଆପଣା ଭାଇମାନଙ୍କ ପଛେ ପଛେ ଯାଇ ଦୋଥନରେ ସେମାନଙ୍କର ଦେଖା ପାଇଲା।

Viz kapitola kopírovat

ଓଡିଆ ବାଇବେଲ

17 ସେ ମନୁଷ୍ୟ କହିଲା, “ସେମାନେ ଏଠାରୁ ଯାଇଛନ୍ତି; କାରଣ ମୁଁ ଶୁଣିଥିଲି, ସେମାନେ ଦୋଥନକୁ ଯିବେ ବୋଲି କହୁଥିଲେ।” ଏଣୁ ଯୋଷେଫ ଆପଣା ଭାଇମାନଙ୍କ ପଛେ ପଛେ ଯାଇ ଦୋଥନରେ ସେମାନଙ୍କର ଦେଖା ପାଇଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ସେ ମନୁଷ୍ୟ କହିଲା, “ସେମାନେ ଏଠାରୁ ଯାଇଅଛନ୍ତି; କାରଣ ମୁଁ ଶୁଣିଥିଲି, ‘ସେମାନେ ଦୋଥନକୁ ଯିବେ ବୋଲି କହୁଥିଲେ।’” ଏଣୁ ଯୋଷେଫ ଆପଣା ଭାଇମାନଙ୍କ ପଛେ ପଛେ ଯାଇ ଦୋଥନରେ ସେମାନଙ୍କର ଦେଖା ପାଇଲା।

Viz kapitola kopírovat




ଆଦି ପୁସ୍ତକ 37:17

Následuj nás:

Reklamy


Reklamy