Online Bible

- Reklamy -




ଆଦି ପୁସ୍ତକ 37:18 - ପବିତ୍ର ବାଇବଲ

18 ଯୋଷେଫଙ୍କର ଭାଇମାନେ ଦୂରରୁ ଦେଖିଲେ ଯେ, ସେ ଆସୁଛି। ଏବଂ ସେ ପହଞ୍ଚିବା ପୂର୍ବରୁ ସେମାନେ ତାକୁ ହତ୍ୟା କରିବାକୁ ଯୋଜନା କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

18 ସେମାନେ ତାହାକୁ ଦୂରରୁ ଦେଖିଲେ, ପୁଣି ସେ ସେମାନଙ୍କ ନିକଟରେ ପହୁଞ୍ଚିବା ପୂର୍ବେ ସେମାନେ ତାକୁ ବଧ କରିବା ପାଇଁ ମନ୍ତ୍ରଣା କଲେ।

Viz kapitola kopírovat

ଓଡିଆ ବାଇବେଲ

18 ସେମାନେ ତାହାକୁ ଦୂରରୁ ଦେଖିଲେ, ପୁଣି, ସେ ସେମାନଙ୍କ ନିକଟରେ ପହଞ୍ଚିବା ପୂର୍ବେ ସେମାନେ ତାକୁ ବଧ କରିବା ପାଇଁ ମନ୍ତ୍ରଣା କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ସେମାନେ ତାହାକୁ ଦୂରରୁ ଦେଖିଲେ, ପୁଣି, ସେ ସେମାନଙ୍କ ନିକଟରେ ପହଞ୍ଚିବା ପୂର୍ବେ ସେମାନେ ତାକୁ ବଧ କରିବା ପାଇଁ ମନ୍ତ୍ରଣା କଲେ।

Viz kapitola kopírovat




ଆଦି ପୁସ୍ତକ 37:18

Následuj nás:

Reklamy


Reklamy