Online Bible

- Reklamy -




ଆଦି ପୁସ୍ତକ 37:20 - ପବିତ୍ର ବାଇବଲ

20 ଆସ ତାକୁ ହତ୍ୟାକରିବା ଏବଂ ଶୁଷ୍କ କୂଅରେ ପକାଇ ଦେବା। ଆମ୍ଭେ ଆମ୍ଭର ପିତାଙ୍କୁ କହିବା ଯେ ତାକୁ ଏକ ହିଂସ୍ର ଜନ୍ତୁ ଖାଇ ଗଲା। ତା'ପରେ ଦେଖିବା ତା'ର ସ୍ୱପ୍ନର କ’ଣ ହେବ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

20 ଆସ, ଆମ୍ଭେମାନେ ତାକୁ ବଧ କରି କୌଣସି ଏକ ଗାତରେ ପକାଇ ଦେଉ; ପୁଣି କୌଣସି ହିଂସ୍ରକ ଜନ୍ତୁ ତାକୁ ଖାଇପକାଇଲା ବୋଲି କହିବା; ଆଚ୍ଛା ଦେଖିବା, ତାହାର ସ୍ଵପ୍ନ ସବୁର କଅଣ ହେବ।

Viz kapitola kopírovat

ଓଡିଆ ବାଇବେଲ

20 ଆସ, ଆମ୍ଭେମାନେ ତାକୁ ବଧ କରି କୌଣସି ଏକ ଗାତରେ ପକାଇ ଦେଉ; ପୁଣି, କୌଣସି ହିଂସ୍ରକ ଜନ୍ତୁ ତାକୁ ଖାଇପକାଇଲା ବୋଲି କହିବା; ଆଚ୍ଛା ଦେଖିବା, ତାହାର ସ୍ୱପ୍ନ ସବୁର କଅଣ ହେବ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଆସ, ଆମ୍ଭେମାନେ ତାକୁ ବଧ କରି କୌଣସି ଏକ ଗାତରେ ପକାଇ ଦେଉ; ପୁଣି, ‘କୌଣସି ହିଂସ୍ରକ ଜନ୍ତୁ ତାକୁ ଖାଇପକାଇଲା ବୋଲି କହିବା;’ ଆଚ୍ଛା ଦେଖିବା, ତାହାର ସ୍ୱପ୍ନ ସବୁର କଅଣ ହେବ।”

Viz kapitola kopírovat




ଆଦି ପୁସ୍ତକ 37:20

Následuj nás:

Reklamy


Reklamy