ଆଦି ପୁସ୍ତକ 37:21 - ପବିତ୍ର ବାଇବଲ21 କିନ୍ତୁ ରୁବେନ୍ ଏହା ଶୁଣିଲେ ସେ ଯୋଷେଫକୁ ସେମାନଙ୍କଠାରୁ ରକ୍ଷା କରିବାକୁ ଗ୍ଭହିଁଲେ। ରୁବେନ୍ କହିଲେ, “ତାକୁ ମାର ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)21 ଏ କଥା ଶୁଣି ରୁବେନ୍ ସେମାନଙ୍କ ହସ୍ତରୁ ତାକୁ ରକ୍ଷା କରି କହିଲା, ନା, ଆମ୍ଭେମାନେ ତାକୁ ପ୍ରାଣରେ ମାରି ପକାଇବା ନାହିଁ। Viz kapitolaଓଡିଆ ବାଇବେଲ21 ଏ କଥା ଶୁଣି ରୁବେନ୍ ସେମାନଙ୍କ ହସ୍ତରୁ ତାକୁ ରକ୍ଷା କରି କହିଲା, “ନା, ଆମ୍ଭେମାନେ ତାକୁ ପ୍ରାଣରେ ମାରି ପକାଇବା ନାହିଁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଏ କଥା ଶୁଣି ରୁବେନ୍ ସେମାନଙ୍କ ହସ୍ତରୁ ତାକୁ ରକ୍ଷା କରି କହିଲା, “ନା, ଆମ୍ଭେମାନେ ତାକୁ ପ୍ରାଣରେ ମାରି ପକାଇବା ନାହିଁ।” Viz kapitola |