ଆଦି ପୁସ୍ତକ 37:22 - ପବିତ୍ର ବାଇବଲ22 କୌଣସି ରକ୍ତପାତ କର ନାହିଁ, ତାକୁ ଏକ ଜଙ୍ଗଲର ଶୁଷ୍କ କୂଅରେ ଫିଙ୍ଗିଦିଅ, କିନ୍ତୁ, ତୁମ୍ଭେମାନେ ନିଜେ ତାକୁ ଆଘାତ କର ନାହିଁ।” କାରଣ ତାକୁ ନ ମାରି ପିତାଙ୍କ ନିକଟକୁ ପଠାଇ ଦେବା ପାଇଁ ରୁବେନ୍ର ଯୋଜନା ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)22 ଆଉ ରୁବେନ୍ ସେମାନଙ୍କ ହସ୍ତରୁ ତାକୁ ରକ୍ଷା କରି ପିତା ନିକଟକୁ ଫେରି ପଠାଇବା ମାନସରେ ସେମାନଙ୍କୁ କହିଲା, ତୁମ୍ଭେମାନେ ରକ୍ତପାତ କର ନାହିଁ; ପ୍ରାନ୍ତରର ଏହି ଗର୍ତ୍ତ ମଧ୍ୟରେ ତାକୁ ପକାଇ ଦିଅ, ମାତ୍ର ତାହା ପ୍ରତି ହାତ ଉଠାଅ ନାହିଁ। Viz kapitolaଓଡିଆ ବାଇବେଲ22 ଆଉ ରୁବେନ୍ ସେମାନଙ୍କ ହସ୍ତରୁ ତାକୁ ରକ୍ଷା କରି ପିତା ନିକଟକୁ ଫେରି ପଠାଇବା ମାନସରେ ସେମାନଙ୍କୁ କହିଲା, “ତୁମ୍ଭେମାନେ ରକ୍ତପାତ କର ନାହିଁ,” ପ୍ରାନ୍ତରର ଏହି ଗର୍ତ୍ତ ମଧ୍ୟରେ ତାକୁ ପକାଇ ଦିଅ, ମାତ୍ର ତାହା ପ୍ରତି ହାତ ଉଠାଅ ନାହିଁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଆଉ ରୁବେନ୍ ସେମାନଙ୍କ ହସ୍ତରୁ ତାକୁ ରକ୍ଷା କରି ପିତା ନିକଟକୁ ଫେରି ପଠାଇବା ମାନସରେ ସେମାନଙ୍କୁ କହିଲା, “ତୁମ୍ଭେମାନେ ରକ୍ତପାତ କର ନାହିଁ, ପ୍ରାନ୍ତରର ଏହି ଗର୍ତ୍ତ ମଧ୍ୟରେ ତାକୁ ପକାଇଦିଅ, ମାତ୍ର ତାହା ପ୍ରତି ହାତ ଉଠାଅ ନାହିଁ।” Viz kapitola |