ଆଦି ପୁସ୍ତକ 37:25 - ପବିତ୍ର ବାଇବଲ25 ଯେତେବେଳେ ଯୋଷେଫ କୂପ ମଧ୍ୟରେ ଥିଲେ। ତା'ର ଭାଇମାନେ ଖାଇବାକୁ ବସିଲେ। ଏହା ପରେ ସେମାନେ ଦେଖିଲେ, ଏକ ବଣିକ ଦଳ ଗିଲିୟଦରୁ ଇଶ୍ମାଏଲୀୟ ପଥିକ ଓଟ ଉପରେ ସୁଗନ୍ଧି ଦ୍ରବ୍ୟ ଓ ଗୁଗ୍ଗୁଳ ଓ ଗନ୍ଧରସ ଘେନି ମିଶର ଦେଶକୁ ଯାଉଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)25 ତହୁଁ ସେମାନେ ଭୋଜନ କରିବାକୁ ବସିଲେ; ସେମାନେ ଅନାଇ ଦେଖିଲେ, ଯେ ଗିଲୀୟଦରୁ ଏକ ଦଳ ଇଶ୍ମାଏଲୀୟ ପଥିକ ଓଟ ଉପରେ ସୁଗନ୍ଧି ଦ୍ରବ୍ୟ ଓ ଗୁଗ୍ଗୁଳ ଓ ଗନ୍ଧରସ ଘେନି ମିସର ଦେଶକୁ ଯାଉଅଛନ୍ତି। Viz kapitolaଓଡିଆ ବାଇବେଲ25 ତହୁଁ ସେମାନେ ଭୋଜନ କରିବାକୁ ବସିଲେ; ସେମାନେ ଅନାଇ ଦେଖିଲେ, ଯେ ଗିଲୀୟଦରୁ ଏକ ଦଳ ଇଶ୍ମାୟେଲୀୟ ପଥିକ ଓଟ ଉପରେ ସୁଗନ୍ଧି ଦ୍ରବ୍ୟ ଓ ଗୁଗ୍ଗୁଳ ଓ ଗନ୍ଧରସ ଘେନି ମିସର ଦେଶକୁ ଯାଉଅଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ତହୁଁ ସେମାନେ ଭୋଜନ କରିବାକୁ ବସିଲେ; ସେମାନେ ଅନାଇ ଦେଖିଲେ, ଯେ ଗିଲୀୟଦରୁ ଏକ ଦଳ ଇଶ୍ମାୟେଲୀୟ ପଥିକ ଓଟ ଉପରେ ସୁଗନ୍ଧି ଦ୍ରବ୍ୟ ଓ ଗୁଗ୍ଗୁଳ ଓ ଗନ୍ଧରସ ଘେନି ମିସର ଦେଶକୁ ଯାଉଅଛନ୍ତି। Viz kapitola |