ଆଦି ପୁସ୍ତକ 37:27 - ପବିତ୍ର ବାଇବଲ27 ଆସ ଏହି ବଣିକମାନଙ୍କୁ ଆମ୍ଭେ ବିକ୍ରୀ କରିଦେବା। ସେ ଆମ୍ଭର ଭାଇ, ଆମ୍ଭର ନିଜର ରକ୍ତ ମାଂସ।” ତାଙ୍କର ଭାଇମାନେ ଏଥିରେ ରାଜି ହୋଇଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)27 ଆସ, ଆମ୍ଭେମାନେ ତାକୁ ଏହି ଇଶ୍ମାଏଲୀୟ ଲୋକମାନଙ୍କୁ ବିକ୍ରୟ କରିଦେଉ, ଆମ୍ଭମାନଙ୍କ ହସ୍ତ ତାହା ପ୍ରତିକୂଳରେ ନ ଉଠୁ; କାରଣ ସେ ଆମ୍ଭମାନଙ୍କ ଭ୍ରାତା ଓ ଆମ୍ଭମାନଙ୍କ ମାଂସ ସ୍ଵରୂପ। ତହିଁରେ ତାହାର ଭାଇମାନେ ସମ୍ମତ ହେଲେ। Viz kapitolaଓଡିଆ ବାଇବେଲ27 ଆସ, ଆମ୍ଭେମାନେ ତାକୁ ଏହି ଇଶ୍ମାୟେଲୀୟ ଲୋକମାନଙ୍କୁ ବିକ୍ରୟ କରିଦେଉ, ଆମ୍ଭମାନଙ୍କ ହସ୍ତ ତାହା ପ୍ରତିକୂଳରେ ନ ଉଠୁ; କାରଣ ସେ ଆମ୍ଭମାନଙ୍କ ଭ୍ରାତା ଓ ଆମ୍ଭମାନଙ୍କ ମାଂସ ସ୍ୱରୂପ।” ତହିଁରେ ତାହାର ଭାଇମାନେ ସମ୍ମତ ହେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ଆସ, ଆମ୍ଭେମାନେ ତାକୁ ଏହି ଇଶ୍ମାୟେଲୀୟ ଲୋକମାନଙ୍କୁ ବିକ୍ରୟ କରିଦେଉ, ଆମ୍ଭମାନଙ୍କ ହସ୍ତ ତାହା ପ୍ରତିକୂଳରେ ନ ଉଠୁ; କାରଣ ସେ ଆମ୍ଭମାନଙ୍କ ଭ୍ରାତା ଓ ଆମ୍ଭମାନଙ୍କ ମାଂସ ସ୍ୱରୂପ।” ତହିଁରେ ତାହାର ଭାଇମାନେ ସମ୍ମତ ହେଲେ। Viz kapitola |