ଆଦି ପୁସ୍ତକ 37:29 - ପବିତ୍ର ବାଇବଲ29 ରୁବେନ୍ ତା'ର ଭାଇମାନଙ୍କ ସହିତ ନ ଥିଲା, ଯେତେବେଳେ ସେମାନେ ଯୋଷେଫଙ୍କୁ ବଣିକମାନଙ୍କ ମଧ୍ୟରେ ବିକ୍ରୀ କରିଥିଲେ। ଯେତେବେଳେ ରୁବେନ୍ ଆସିଲା ଓ ଦେଖିଲା ଯେ ତା'ର ଭାଇ ଯୋଷେଫ ସେହି କୂପ ମଧ୍ୟରେ ନ ଥିଲେ। ସେ ଏତେ ବ୍ୟତିବ୍ୟସ୍ତ ହୋଇ ପଡ଼ିଲା ଯେ, ତା'ର ପୋଷାକ ସବୁ ଚିରି ପକାଇଲା। Viz kapitolaପବିତ୍ର ବାଇବଲ (Re-edited) - (BSI)29 ଅନନ୍ତର ରୁବେନ୍ ଗର୍ତ୍ତ ନିକଟକୁ ଫେରିଯାଇ ଯୋଷେଫ ଗର୍ତ୍ତ ଭିତରେ ନାହିଁ, ଏହା ଦେଖି ଆପଣା ବସ୍ତ୍ର ଚିରିଲା। Viz kapitolaଓଡିଆ ବାଇବେଲ29 ଏଥିଉତ୍ତାରେ ରୁବେନ୍ ଗର୍ତ୍ତ ନିକଟକୁ ଫେରିଯାଇ ଯୋଷେଫ ଗର୍ତ୍ତ ଭିତରେ ନାହିଁ, ଏହା ଦେଖି ଆପଣା ବସ୍ତ୍ର ଚିରିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ଏଥିଉତ୍ତାରେ ରୁବେନ୍ ଗର୍ତ୍ତ ନିକଟକୁ ଫେରିଯାଇ ଯୋଷେଫ ଗର୍ତ୍ତ ଭିତରେ ନାହିଁ, ଏହା ଦେଖି ଆପଣା ବସ୍ତ୍ର ଚିରିଲା। Viz kapitola |