ଆଦି ପୁସ୍ତକ 38:11 - ପବିତ୍ର ବାଇବଲ11 ଏହା ପରେ ଯିହୁଦା ତା'ର ପୁତ୍ର ବଧୁ ତାମରକୁ କହିଲା, “ତୁମ୍ଭେ ତୁମ୍ଭର ପିତୃ ଗୃହକୁ ଯାଅ, ମୋର କନିଷ୍ଠ ପୁତ୍ର ଶେଲା ଯୁବକ ନ ହେବା ପର୍ଯ୍ୟନ୍ତ ବିବାହ କର ନାହିଁ।” ଯିହୁଦା ଭୟ କଲା ଯେ, ତା'ର ଭାଇମାନଙ୍କ ପରି ଶେଲା ହିଁ ମରିଯିବ। ଏଣୁ ତାମର ତା’ ପିତୃ ଗୃହକୁ ଯାଇ ବାସ କଲା। Viz kapitolaପବିତ୍ର ବାଇବଲ (Re-edited) - (BSI)11 ସେତେବେଳେ ଯିହୁଦା ଆପଣା ପୁତ୍ରବଧୂ ତାମରକୁ କହିଲା, ମୋହର ପୁତ୍ର ଶେଲା ବଡ଼ ନ ହେବା ପର୍ଯ୍ୟନ୍ତ ତୁମ୍ଭେ ବିଧବା ହୋଇ ଆପଣା ପିତୃଗୃହରେ ଯାଇ ରୁହ; ଯେହେତୁ ସେ ଭାବିଲା, କେଜାଣି ଭାଇମାନଙ୍କ ପରି ଶେଲା ହିଁ ମରିଯିବ। ଏଣୁକରି ତାମର ପିତୃଗୃହରେ ଯାଇ ବାସ କଲା। Viz kapitolaଓଡିଆ ବାଇବେଲ11 ସେତେବେଳେ ଯିହୁଦା ଆପଣା ପୁତ୍ରବଧୂ ତାମରକୁ କହିଲା, “ମୋହର ପୁତ୍ର ଶେଲା ବଡ଼ ନ ହେବା ପର୍ଯ୍ୟନ୍ତ ତୁମ୍ଭେ ବିଧବା ହୋଇ ଆପଣା ପିତୃଗୃହରେ ଯାଇ ରୁହ,” ଯେହେତୁ ସେ ଭାବିଲା, କେଜାଣି ଭାଇମାନଙ୍କ ପରି ଶେଲା ମଧ୍ୟ ମରିଯିବ। ଏଥିପାଇଁ ତାମର ପିତୃଗୃହରେ ଯାଇ ବାସ କଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ସେତେବେଳେ ଯିହୁଦା ଆପଣା ପୁତ୍ରବଧୂ ତାମରକୁ କହିଲା, “ମୋହର ପୁତ୍ର ଶେଲା ବଡ଼ ନ ହେବା ପର୍ଯ୍ୟନ୍ତ ତୁମ୍ଭେ ବିଧବା ହୋଇ ଆପଣା ପିତୃଗୃହରେ ଯାଇ ରୁହ,” ଯେହେତୁ ସେ ଭାବିଲା, “କେଜାଣି ଭାଇମାନଙ୍କ ପରି ଶେଲା ମଧ୍ୟ ମରିଯିବ।” ଏଥିପାଇଁ ତାମର ପିତୃଗୃହରେ ଯାଇ ବାସ କଲା। Viz kapitola |