ଆଦି ପୁସ୍ତକ 38:13 - ପବିତ୍ର ବାଇବଲ13 ତାମର ଜାଣିଲା ଯେ, ତା'ର ଶ୍ୱଶୁର ମେଷମାନଙ୍କର ଲୋମ କାଟିବାକୁ ତିମ୍ନା ଯାଉଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)13 ସେତେବେଳେ କେହି ଜଣେ ତାମରକୁ ସମ୍ଵାଦ ଦେଇ କହିଲା, ଦେଖ, ତୁମ୍ଭ ଶ୍ଵଶୁର ଆପଣା ମେଷଲୋମ ଚ୍ଛେଦନ କରିବା ପାଇଁ ତିମ୍ନାକୁ ଯାଉଅଛି। Viz kapitolaଓଡିଆ ବାଇବେଲ13 ସେତେବେଳେ କେହି ଜଣେ ତାମରକୁ ସମ୍ବାଦ ଦେଇ କହିଲା, “ଦେଖ, ତୁମ୍ଭ ଶ୍ୱଶୁର ଆପଣା ମେଷର ଲୋମ ଚ୍ଛେଦନ କରିବା ପାଇଁ ତିମ୍ନାକୁ ଯାଉଅଛି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ସେତେବେଳେ କେହି ଜଣେ ତାମରକୁ ସମ୍ବାଦ ଦେଇ କହିଲା, “ଦେଖ, ତୁମ୍ଭ ଶ୍ୱଶୁର ଆପଣା ମେଷର ଲୋମ ଚ୍ଛେଦନ କରିବା ପାଇଁ ତିମ୍ନାକୁ ଯାଉଅଛି।” Viz kapitola |