ଆଦି ପୁସ୍ତକ 38:16 - ପବିତ୍ର ବାଇବଲ16 ତେଣୁ ଯିହୁଦା ତାର ପାଖକୁ ଗଲା ଏବଂ କହିଲା, “ତୁମ୍ଭ ସହିତ ମୋତେ ସହବାସ କରିବାକୁ ଦିଅ।” ସେ ତା'ର ପୁତ୍ରବଧୁ ବୋଲି ଯିହୁଦା ଜାଣି ନ ଥିଲା। ସେ କହିଲା, “ତୁମ୍ଭେ ମୋତେ କ’ଣ ଦେବ?” Viz kapitolaପବିତ୍ର ବାଇବଲ (Re-edited) - (BSI)16 ଏନିମନ୍ତେ ସେ ପଥପାର୍ଶ୍ଵରେ ତାହା ନିକଟକୁ ଯାଇ ପୁତ୍ରବଧୂକୁ ଚିହ୍ନି ନ ପାରି କହିଲା, ନିବେଦନ କରୁଅଛି, ତୁମ୍ଭ କତିକି ମୋତେ ଯିବାକୁ ଦିଅ। ତହୁଁ ତାମର କହିଲା, ତୁମ୍ଭେ ମୋʼ କତିକି ଆସିବା ପାଇଁ କଅଣ ଦେବ? Viz kapitolaଓଡିଆ ବାଇବେଲ16 ଏନିମନ୍ତେ ସେ ପଥପାଶ୍ୱର୍ରେ ତାହା ନିକଟକୁ ଯାଇ ପୁତ୍ରବଧୂକୁ ଚିହ୍ନି ନ ପାରି କହିଲା, “ନିବେଦନ କରୁଅଛି, ତୁମ୍ଭ କତିକି ମୋତେ ଯିବାକୁ ଦିଅ।” ତହୁଁ ତାମର କହିଲା, “ତୁମ୍ଭେ ମୋ’ କତିକି ଆସିବା ପାଇଁ କଅଣ ଦେବ ?” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଏନିମନ୍ତେ ସେ ପଥପାର୍ଶ୍ଵରେ ତାହା ନିକଟକୁ ଯାଇ ପୁତ୍ରବଧୂକୁ ଚିହ୍ନି ନ ପାରି କହିଲା, “ନିବେଦନ କରୁଅଛି, ତୁମ୍ଭ କତିକି ମୋତେ ଯିବାକୁ ଦିଅ।” ତହୁଁ ତାମର କହିଲା, “ତୁମ୍ଭେ ମୋʼ କତିକି ଆସିବା ପାଇଁ କଅଣ ଦେବ?” Viz kapitola |