ଆଦି ପୁସ୍ତକ 38:17 - ପବିତ୍ର ବାଇବଲ17 ଯିହୁଦା ଉତ୍ତର ଦେଲା, “ମୁଁ ମୋର ପଲ ମଧ୍ୟରୁ ଏକ ଯୁବା ଛେଳି ପଠାଇ ଦେବି।” ସେ ଉତ୍ତର ଦେଲା, “ମୁଁ ଏଥିରେ ରାଜି। କିନ୍ତୁ ପ୍ରଥମେ ଯୁବା ଛେଳି ଆସିବା ପର୍ଯ୍ୟନ୍ତ ବନ୍ଧକ ଦିଅ।” Viz kapitolaପବିତ୍ର ବାଇବଲ (Re-edited) - (BSI)17 ସେ କହିଲା, ପଲରୁ ଗୋଟିଏ ଛେଳିଛୁଆ ପଠାଇ ଦେବି। ତାମର କହିଲା, ତାହା ପଠାଇବା ଯାଏ ମୋତେ କି କୌଣସି ବନ୍ଧକ ଦେବ? Viz kapitolaଓଡିଆ ବାଇବେଲ17 ସେ କହିଲା, “ପଲରୁ ଗୋଟିଏ ଛେଳିଛୁଆ ପଠାଇ ଦେବି।” ତାମର କହିଲା, “ତାହା ପଠାଇବା ଯାଏ ମୋତେ କି କୌଣସି ବନ୍ଧକ ଦେବ ?” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ସେ କହିଲା, “ପଲରୁ ଗୋଟିଏ ଛେଳିଛୁଆ ପଠାଇଦେବି।” ତାମର କହିଲା, “ତାହା ପଠାଇବା ଯାଏ ମୋତେ କି କୌଣସି ବନ୍ଧକ ଦେବ?” Viz kapitola |