ଆଦି ପୁସ୍ତକ 38:18 - ପବିତ୍ର ବାଇବଲ18 ଯିହୁଦା ପଗ୍ଭରିଲା, “ମୁଁ ତୁମ୍ଭକୁ କ’ଣ ଦିଏ ବୋଲି ଗ୍ଭହୁଁଛ?” ତାମର କହିଲା, “ତୁମ୍ଭର ଏହି ମୋହର, ସୁତ୍ର ଆଉ ହସ୍ତ ଯଷ୍ଟି।” ଯିହୁଦା ତାହା ସବୁ ତାମରକୁ ଦେଲା। ଏହା ପରେ ଯିହୁଦା ଓ ତାମର ମଧ୍ୟରେ ଦୈହିକ ସମ୍ପର୍କରୁ ତାମର ଗର୍ଭବତୀ ହେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)18 ଯିହୁଦା କହିଲା, କଅଣ ବନ୍ଧକ ଦେବା? ତାମର କହିଲା, ତୁମ୍ଭର ଏହି ମୋହର ଓ ସୂତ୍ର, ଆଉ ହସ୍ତଯଷ୍ଟି। ତହୁଁ ଯିହୁଦା ତାକୁ ସେ ସବୁ ଦେଇ ତାହା କତିକି ଗମନ କଲା, ତହିଁରେ ସେ ତାହା ଦ୍ଵାରା ଗର୍ଭବତୀ ହେଲା। Viz kapitolaଓଡିଆ ବାଇବେଲ18 ଯିହୁଦା କହିଲା, “କଅଣ ବନ୍ଧକ ଦେବା ?” ତାମର କହିଲା, “ତୁମ୍ଭର ଏହି ମୋହର ଓ ସୂତ୍ର, ଆଉ ହସ୍ତଯଷ୍ଟି।” ତହୁଁ ଯିହୁଦା ତାକୁ ସେହି ସବୁ ଦେଇ ତାହା କତିକି ଗମନ କଲା, ତହିଁରେ ସେ ତାହା ଦ୍ୱାରା ଗର୍ଭବତୀ ହେଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଯିହୁଦା କହିଲା, “କଅଣ ବନ୍ଧକ ଦେବା?” ତାମର କହିଲା, “ତୁମ୍ଭର ଏହି ମୋହର ଓ ସୂତ୍ର, ଆଉ ହସ୍ତଯଷ୍ଟି।” ତହୁଁ ଯିହୁଦା ତାକୁ ସେହି ସବୁ ଦେଇ ତାହା କତିକି ଗମନ କଲା, ତହିଁରେ ସେ ତାହା ଦ୍ୱାରା ଗର୍ଭବତୀ ହେଲା। Viz kapitola |