Online Bible

- Reklamy -




ଆଦି ପୁସ୍ତକ 38:20 - ପବିତ୍ର ବାଇବଲ

20 ଏହା ପରେ ଯିହୁଦା ସେହି ସ୍ତ୍ରୀଠାରୁ ବନ୍ଧକ ଦ୍ରବ୍ୟ ନେବା ପାଇଁ ଆପଣା ଅଦୁଲ୍ଲମୀୟ ବନ୍ଧୁ ଦ୍ୱାରା ଛେଳିଛୁଆ ଦେଇ ପଠାଇଲା। ମାତ୍ର ସେ ତା'ର ଦେଖା ପାଇଲା ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

20 ଏଉତ୍ତାରେ ଯିହୁଦା ସେହି ସ୍ତ୍ରୀଠାରୁ ବନ୍ଧକ ଦ୍ରବ୍ୟ ନେବା ନିମନ୍ତେ ଆପଣା ଅଦୁଲ୍ଲମୀୟ ବନ୍ଧୁ ଦ୍ଵାରା ଛେଳିଛୁଆ ପଠାଇଦେଲା, ମାତ୍ର ସେ ତାହାର ଦେଖା ପାଇଲା ନାହିଁ।

Viz kapitola kopírovat

ଓଡିଆ ବାଇବେଲ

20 ଏଉତ୍ତାରେ ଯିହୁଦା ସେହି ସ୍ତ୍ରୀଠାରୁ ବନ୍ଧକ ଦ୍ରବ୍ୟ ନେବା ନିମନ୍ତେ ଆପଣା ଅଦୁଲ୍ଲମୀୟ ବନ୍ଧୁ ଦ୍ୱାରା ଛେଳିଛୁଆ ପଠାଇଦେଲା, ମାତ୍ର ସେ ତାହାର ଦେଖା ପାଇଲା ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଏଉତ୍ତାରେ ଯିହୁଦା ସେହି ସ୍ତ୍ରୀଠାରୁ ବନ୍ଧକ ଦ୍ରବ୍ୟ ନେବା ନିମନ୍ତେ ଆପଣା ଅଦୁଲ୍ଲମୀୟ ବନ୍ଧୁ ଦ୍ୱାରା ଛେଳିଛୁଆ ପଠାଇଦେଲା, ମାତ୍ର ସେ ତାହାର ଦେଖା ପାଇଲା ନାହିଁ।

Viz kapitola kopírovat




ଆଦି ପୁସ୍ତକ 38:20

Následuj nás:

Reklamy


Reklamy