ଆଦି ପୁସ୍ତକ 38:21 - ପବିତ୍ର ବାଇବଲ21 ତେଣୁ ସେ ସେଠାକାର ଲୋକମାନଙ୍କୁ ପଗ୍ଭରିଲା, “ଐନମ ପଥ ପାର୍ଶ୍ୱରେ ଯେଉଁ ବେଶ୍ୟା ଥିଲା ସେ କାହିଁ?” ଲୋକମାନେ ଉତ୍ତର ଦେଲେ, “ଏଠାରେ କୌଣସି ବେଶ୍ୟା ରହେ ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)21 ଏଣୁ ସେ ସେଠା ଲୋକମାନଙ୍କୁ ପଚାରିଲା, ଐନମ ପଥପାର୍ଶ୍ଵରେ ଯେଉଁ ମାହାରୀ ଥିଲା, ସେ କାହିଁ? ସେମାନେ କହିଲେ, ଏଠାରେ କୌଣସି ମାହାରୀ ରହେ ନାହିଁ। Viz kapitolaଓଡିଆ ବାଇବେଲ21 ଏଣୁ ସେ ସେଠାର ଲୋକମାନଙ୍କୁ ପଚାରିଲା, ଐନମ ପଥପାର୍ଶ୍ୱରେ ଯେଉଁ ମାହାରୀ ଥିଲା, ସେ କାହିଁ ? ସେମାନେ କହିଲେ, “ଏଠାରେ କୌଣସି ମାହାରୀ ରହେ ନାହିଁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଏଣୁ ସେ ସେଠାର ଲୋକମାନଙ୍କୁ ପଚାରିଲା, “ଐନମ ପଥ ପାର୍ଶ୍ୱରେ ଯେଉଁ ମାହାରୀ ଥିଲା, ସେ କାହିଁ?” ସେମାନେ କହିଲେ, “ଏଠାରେ କୌଣସି ମାହାରୀ ରହେ ନାହିଁ।” Viz kapitola |