ଆଦି ପୁସ୍ତକ 38:23 - ପବିତ୍ର ବାଇବଲ23 ତେଣୁ ଯିହୁଦା କହିଲା, “ସେ ଯେଉଁ ଜିନିଷ ରଖିଛି ତାହା ସେ ରଖୁ। ଆମ୍ଭେ କାହିଁକି ଲଜ୍ଜାସ୍ପଦ ହେବା। ଆମ୍ଭେ ଗ୍ଭହିଁ ଥିଲୁ ତାକୁ ଏକ ଛେଳିଛୁଆ ଦେବା ପାଇଁ କିନ୍ତୁ ତାକୁ ପାଇଲୁ ନାହିଁ। ଏତିକି ଯଥେଷ୍ଟ।” Viz kapitolaପବିତ୍ର ବାଇବଲ (Re-edited) - (BSI)23 ତେବେ ଯିହୁଦା କହିଲା, ତାହାଠାରେ ଯାହା ଅଛି, ସେ ତାହା ରଖୁ, ଆମ୍ଭେମାନେ କାହିଁକି ଲଜ୍ଜାସ୍ପଦ ହେବା? ଦେଖ, ମୁଁ ଏହି ଛେଳିଛୁଆ ପଠାଇଲି, ମାତ୍ର ତୁମ୍ଭେ ତାʼର ଦେଖା ପାଇଲ ନାହିଁ। Viz kapitolaଓଡିଆ ବାଇବେଲ23 ତେବେ ଯିହୁଦା କହିଲା, “ତାହାଠାରେ ଯାହା ଅଛି, ସେ ତାହା ରଖୁ, ଆମ୍ଭେମାନେ କାହିଁକି ଲଜ୍ଜାସ୍ପଦ ହେବା ? ଦେଖ, ମୁଁ ଏହି ଛେଳିଛୁଆ ପଠାଇଲି, ମାତ୍ର ତୁମ୍ଭେ ତା’ର ଦେଖା ପାଇଲ ନାହିଁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ତେବେ ଯିହୁଦା କହିଲା, “ତାହାଠାରେ ଯାହା ଅଛି, ସେ ତାହା ରଖୁ, ଆମ୍ଭେମାନେ କାହିଁକି ଲଜ୍ଜାସ୍ପଦ ହେବା? ଦେଖ, ମୁଁ ଏହି ଛେଳିଛୁଆ ପଠାଇଲି, ମାତ୍ର ତୁମ୍ଭେ ତାʼର ଦେଖା ପାଇଲ ନାହିଁ।” Viz kapitola |