Online Bible

- Reklamy -




ଆଦି ପୁସ୍ତକ 38:25 - ପବିତ୍ର ବାଇବଲ

25 ଲୋକମାନେ ତାମରକୁ ମାରିବାକୁ ଗଲେ, କିନ୍ତୁ ସେ ତା'ର ଶ୍ୱଶୁରଙ୍କ ନିକଟକୁ ବାର୍ତ୍ତା ପଠାଇ କହିଲା, “ଏହି ସମସ୍ତବସ୍ତୁ ଯାହାର ସେ ମୋତେ ଗର୍ଭବତୀ କରିଛି। ଏହି ମୋହର, ସୁତ୍ର ଓ ଯଷ୍ଟି କାହାର, ତାହା ଚିହ୍ନି ଦେଖ?”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

25 ଅନନ୍ତର ସେ ବାହାରକୁ ଅଣାଯାʼନ୍ତେ, ଆପଣା ଶ୍ଵଶୁର ନିକଟକୁ କହି ପଠାଇଲା, ଏହି ସମସ୍ତ ବସ୍ତୁ ଯାହାର, ସେହି ପୁରୁଷ ଦ୍ଵାରା ଆମ୍ଭର ଗର୍ଭ ହୋଇଅଛି। ଆହୁରି କହିଲା, ଏହି ମୋହର ଓ ସୂତ୍ର ଆଉ ଯଷ୍ଟି କାହାର? ତାହା ଚିହ୍ନି ଦେଖ।

Viz kapitola kopírovat

ଓଡିଆ ବାଇବେଲ

25 ଏଥିଉତ୍ତାରେ ସେ ବାହାରକୁ ଅଣାଯା’ନ୍ତେ, ଆପଣା ଶ୍ୱଶୁର ନିକଟକୁ କହି ପଠାଇଲା, ଏହି ସମସ୍ତ ବସ୍ତୁ ଯାହାର, ସେହି ପୁରୁଷ ଦ୍ୱାରା ଆମ୍ଭର ଗର୍ଭ ହୋଇଅଛି। ଆହୁରି କହିଲା, “ଏହି ମୋହର ଓ ସୂତ୍ର ଆଉ ଯଷ୍ଟି କାହାର ? ତାହା ଚିହ୍ନି ଦେଖ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ଏଥିଉତ୍ତାରେ ସେ ବାହାରକୁ ଅଣାଯାʼନ୍ତେ, ଆପଣା ଶ୍ୱଶୁର ନିକଟକୁ କହି ପଠାଇଲା, “ଏହି ସମସ୍ତ ବସ୍ତୁ ଯାହାର, ସେହି ପୁରୁଷ ଦ୍ୱାରା ଆମ୍ଭର ଗର୍ଭ ହୋଇଅଛି।” ଆହୁରି କହିଲା, “ଏହି ମୋହର ଓ ସୂତ୍ର ଆଉ ଯଷ୍ଟି କାହାର? ତାହା ଚିହ୍ନି ଦେଖ।”

Viz kapitola kopírovat




ଆଦି ପୁସ୍ତକ 38:25

Následuj nás:

Reklamy


Reklamy