Online Bible

- Reklamy -




ଆଦି ପୁସ୍ତକ 38:28 - ପବିତ୍ର ବାଇବଲ

28 ସେ ଯେତେବେଳେ ଜନ୍ମ କଲା, ସେ ସମୟରେ ଏକ ବାଳକର ହସ୍ତ ବାହାର ହେଲା, ତହିଁରେ ଧାତ୍ରୀ ତାହାର ସେହି ହସ୍ତରେ ସିନ୍ଦୁରବର୍ଣ୍ଣ ସୁତ୍ର ବାନ୍ଧି କହିଲା, “ଏ ଜ୍ୟେଷ୍ଠ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

28 ଆଉ ତାହାର ପ୍ରସବ କାଳରେ ଏକ ବାଳକର ହସ୍ତ ବାହାର ହେଲା; ତହିଁରେ ଧାତ୍ରୀ ତାହାର ସେହି ହସ୍ତରେ ସିନ୍ଦୂରବର୍ଣ୍ଣ ସୂତ୍ର ବାନ୍ଧି କହିଲା, ଏ ଜ୍ୟେଷ୍ଠ।

Viz kapitola kopírovat

ଓଡିଆ ବାଇବେଲ

28 ଆଉ ତାହାର ପ୍ରସବ କାଳରେ ଏକ ବାଳକର ହସ୍ତ ବାହାର ହେଲା; ତହିଁରେ ଧାତ୍ରୀ ତାହାର ସେହି ହସ୍ତରେ ସିନ୍ଦୂରବର୍ଣ୍ଣ ସୂତ୍ର ବାନ୍ଧି କହିଲା, “ଏ ଜ୍ୟେଷ୍ଠ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ଆଉ ତାହାର ପ୍ରସବକାଳରେ ଏକ ବାଳକର ହସ୍ତ ବାହାର ହେଲା; ତହିଁରେ ଧାତ୍ରୀ ତାହାର ସେହି ହସ୍ତରେ ସିନ୍ଦୂର ବର୍ଣ୍ଣ ସୂତ୍ର ବାନ୍ଧି କହିଲା, “ଏ ଜ୍ୟେଷ୍ଠ।”

Viz kapitola kopírovat




ଆଦି ପୁସ୍ତକ 38:28

Následuj nás:

Reklamy


Reklamy