ଆଦି ପୁସ୍ତକ 38:29 - ପବିତ୍ର ବାଇବଲ29 ମାତ୍ର ସେ ଆପଣା ହସ୍ତ ଟାଣି ନିଅନ୍ତେ, ଦେଖ ତାହାର ଭ୍ରାତା ଭୂମିଷ୍ଠ ହେଲା, ତହିଁରେ ଧାତ୍ରୀ କହିଲା, “ତୁମ୍ଭେ ଜୋର୍ କରି ଭେଦ କରିଅଛ।” ତେଣୁ ତା'ର ନାମ ପେରସ୍। Viz kapitolaପବିତ୍ର ବାଇବଲ (Re-edited) - (BSI)29 ମାତ୍ର ସେ ଆପଣା ହସ୍ତ ଟାଣି ନିଅନ୍ତେ, ଦେଖ, ତାହାର ଭ୍ରାତା ଭୂମିଷ୍ଠ ହେଲା; ତହିଁରେ ଧାତ୍ରୀ କହିଲା, ତୁମ୍ଭେ କି ପ୍ରକାରେ ଆପଣା ନିମନ୍ତେ ଭେଦ କରି ଆସିଲ? ତୁମ୍ଭଠାରେ ଏହି ଭେଦ ହେଉ। ତେଣୁ ତାହାର ନାମ ପେରସ୍ (ଭେଦ) ହେଲା। Viz kapitolaଓଡିଆ ବାଇବେଲ29 ମାତ୍ର ସେ ଆପଣା ହସ୍ତ ଟାଣି ନିଅନ୍ତେ, ଦେଖ, ତାହାର ଭ୍ରାତା ଭୂମିଷ୍ଠ ହେଲା; ତହିଁରେ ଧାତ୍ରୀ କହିଲା, “ତୁମ୍ଭେ କି ପ୍ରକାରେ ଆପଣା ନିମନ୍ତେ ଭେଦ କରି ଆସିଲ !” ତୁମ୍ଭଠାରେ ଏହି ଭେଦ ହେଉ। ତେଣୁ ତାହାର ନାମ ପେରସ ହେଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ମାତ୍ର ସେ ଆପଣା ହସ୍ତ ଟାଣି ନିଅନ୍ତେ, ଦେଖ, ତାହାର ଭ୍ରାତା ଭୂମିଷ୍ଠ ହେଲା; ତହିଁରେ ଧାତ୍ରୀ କହିଲା, “ତୁମ୍ଭେ କିପ୍ରକାରେ ଆପଣା ନିମନ୍ତେ ଭେଦ କରି ଆସିଲ!” ତୁମ୍ଭଠାରେ ଏହି ଭେଦ ହେଉ। ତେଣୁ ତାହାର ନାମ ପେରସ ହେଲା। Viz kapitola |