ଆଦି ପୁସ୍ତକ 38:30 - ପବିତ୍ର ବାଇବଲ30 ଏହା ପରେ ଅନ୍ୟ ପିଲାଟି ଜନ୍ମ ନେଲା, ଏହି ପିଲାଟିର ହସ୍ତରେ ସିନ୍ଦୁରବର୍ଣ୍ଣ ସୁତ୍ର ଥିଲା, ସେ ତା'ର ନାମ ସେରହ ଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)30 ଅନନ୍ତର ହସ୍ତରେ ସିନ୍ଦୂରବର୍ଣ୍ଣ-ସୂତ୍ରବଦ୍ଧ ତାହାର ଭ୍ରାତା ଭୂମିଷ୍ଠ ହୁଅନ୍ତେ, ତାହାର ନାମ ସେରହ ହେଲା। Viz kapitolaଓଡିଆ ବାଇବେଲ30 ଏଥିଉତ୍ତାରେ ହସ୍ତରେ ସିନ୍ଦୂରବର୍ଣ୍ଣ-ସୂତ୍ରବଦ୍ଧ ତାହାର ଭ୍ରାତା ଭୂମିଷ୍ଠ ହୁଅନ୍ତେ, ତାହାର ନାମ ସେରହ ହେଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ଏଥିଉତ୍ତାରେ ହସ୍ତରେ ସିନ୍ଦୂରବର୍ଣ୍ଣ-ସୂତ୍ରବଦ୍ଧ ତାହାର ଭ୍ରାତା ଭୂମିଷ୍ଠ ହୁଅନ୍ତେ, ତାହାର ନାମ ସେରହ ହେଲା। Viz kapitola |