Online Bible

- Reklamy -




ଆଦି ପୁସ୍ତକ 39:14 - ପବିତ୍ର ବାଇବଲ

14 ସେ ଗୃହର ବାହାର ଲୋକମାନଙ୍କୁ ଡାକି କହିଲା, “ଦେଖ, ସେ ଆମ୍ଭମାନଙ୍କ ସଙ୍ଗରେ ପରିହାସ କରିବା ନିମନ୍ତେ ଜଣେ ଏବ୍ରୀୟକୁ ଆଣିଛନ୍ତି। ସେ ଭିତରକୁ ପଶି ମୋ’ ସହିତ ଶୟନ କରିବାକୁ କହିଲା। ମୁଁ ବଡ଼ ପାଟିରେ ଡାକ ପକାଇଲି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

14 ସେତେବେଳେ ସେ ନିଜ ଗୃହର ଲୋକମାନଙ୍କୁ ଡାକି କହିଲା, ଦେଖ, ସେ ଆମ୍ଭମାନଙ୍କ ସଙ୍ଗରେ ପରିହାସ କରିବା ନିମନ୍ତେ ଜଣେ ଏବ୍ରୀୟକୁ ଆଣିଅଛନ୍ତି; ସେ ମୋʼ ସଙ୍ଗେ ଶୟନ କରିବା ପାଇଁ ଭିତରକୁ ମୋʼ କତିକି ଆସିଥିଲା; ତହିଁରେ ମୁଁ ବଡ଼ ପାଟି କରି ଡାକ ପକାଇଲି;

Viz kapitola kopírovat

ଓଡିଆ ବାଇବେଲ

14 ସେତେବେଳେ ସେ ନିଜ ଗୃହର ଲୋକମାନଙ୍କୁ ଡାକି କହିଲା, “ଦେଖ, ସେ ଆମ୍ଭମାନଙ୍କ ସଙ୍ଗରେ ପରିହାସ କରିବା ନିମନ୍ତେ ଜଣେ ଏବ୍ରୀୟକୁ ଆଣିଅଛନ୍ତି; ସେ ମୋ’ ସଙ୍ଗେ ଶୟନ କରିବା ପାଇଁ ଭିତରକୁ ମୋ’ କତିକି ଆସିଥିଲା; ତହିଁରେ ମୁଁ ବଡ଼ ପାଟି କରି ଡାକ ପକାଇଲି;

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ସେତେବେଳେ ସେ ନିଜ ଗୃହର ଲୋକମାନଙ୍କୁ ଡାକି କହିଲା, “ଦେଖ, ସେ ଆମ୍ଭମାନଙ୍କ ସଙ୍ଗରେ ପରିହାସ କରିବା ନିମନ୍ତେ ଜଣେ ଏବ୍ରୀୟକୁ ଆଣିଅଛନ୍ତି; ସେ ମୋʼ ସଙ୍ଗେ ଶୟନ କରିବା ପାଇଁ ଭିତରକୁ ମୋʼ କତିକି ଆସିଥିଲା; ତହିଁରେ ମୁଁ ବଡ଼ ପାଟି କରି ଡାକ ପକାଇଲି;

Viz kapitola kopírovat




ଆଦି ପୁସ୍ତକ 39:14

Následuj nás:

Reklamy


Reklamy