Online Bible

- Reklamy -




ଆଦି ପୁସ୍ତକ 39:20 - ପବିତ୍ର ବାଇବଲ

20 ସେଠାରେ ଏକ କାରାଗାର ଥିଲା ଯେଉଁଠାରେ ରାଜାଙ୍କର ଶତ୍ରୁମାନେ ରହୁଥିଲେ। ତେଣୁ ପୋଟୀଫର ଯୋଷେଫଙ୍କୁ ସେହି କାରାଗୃହରେ ରଖିଲା। ଏବଂ ଯୋଷେଫ ସେହିଠାରେ ରହିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

20 ଆଉ ଯୋଷେଫଙ୍କର ପ୍ରଭୁ ତାଙ୍କୁ ନେଇ ରାଜବନ୍ଦୀମାନଙ୍କ ବାସସ୍ଥାନ କାରାଗାରରେ ରଖିଲା; ତହୁଁ ଯୋଷେଫ ସେହି କାରାଗାରରେ ରହିଲେ।

Viz kapitola kopírovat

ଓଡିଆ ବାଇବେଲ

20 ଆଉ ଯୋଷେଫଙ୍କର ପ୍ରଭୁ ତାଙ୍କୁ ନେଇ ରାଜବନ୍ଦୀମାନଙ୍କ ବାସସ୍ଥାନ କାରାଗାରରେ ରଖିଲା; ତହୁଁ ଯୋଷେଫ ସେହି କାରାଗାରରେ ରହିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଆଉ ଯୋଷେଫଙ୍କର ପ୍ରଭୁ ତାଙ୍କୁ ନେଇ ରାଜବନ୍ଦୀମାନଙ୍କ ବାସସ୍ଥାନ କାରାଗାରରେ ରଖିଲା; ତହୁଁ ଯୋଷେଫ ସେହି କାରାଗାରରେ ରହିଲେ।

Viz kapitola kopírovat




ଆଦି ପୁସ୍ତକ 39:20

Následuj nás:

Reklamy


Reklamy