ଆଦି ପୁସ୍ତକ 39:22 - ପବିତ୍ର ବାଇବଲ22 ତହିଁରେ ସେହି କାରାରକ୍ଷକ ବନ୍ଦୀଶାଳାସ୍ଥିତ ସମସ୍ତ ବନ୍ଦୀ ଲୋକଙ୍କର ଭାର ଯୋଷେଫଙ୍କ ହସ୍ତରେ ସମର୍ପଣ କଲେ। ପୁଣି ସେମାନେ ଯାହା କଲେ ସେହି ସକଳର କର୍ତ୍ତା ସେ ହେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)22 ତହିଁରେ ସେହି କାରାରକ୍ଷକ ବନ୍ଦୀଶାଳାସ୍ଥିତ ସମସ୍ତ ବନ୍ଦୀଲୋକଙ୍କ ଭାର ଯୋଷେଫଙ୍କ ହସ୍ତରେ ସମର୍ପଣ କଲା; ପୁଣି ସେମାନେ ଯାହା କଲେ, ସେହି ସକଳର କର୍ତ୍ତା ସେ ହେଲେ। Viz kapitolaଓଡିଆ ବାଇବେଲ22 ତହିଁରେ ସେହି କାରାରକ୍ଷକ ବନ୍ଦୀଶାଳାସ୍ଥିତ ସମସ୍ତ ବନ୍ଦୀଲୋକଙ୍କ ଭାର ଯୋଷେଫଙ୍କ ହସ୍ତରେ ସମର୍ପଣ କଲା; ପୁଣି, ସେମାନେ ଯାହା କଲେ, ସେହି ସକଳର କର୍ତ୍ତା ସେ ହେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ତହିଁରେ ସେହି କାରାରକ୍ଷକ ବନ୍ଦୀଶାଳାସ୍ଥିତ ସମସ୍ତ ବନ୍ଦୀଲୋକଙ୍କ ଭାର ଯୋଷେଫଙ୍କ ହସ୍ତରେ ସମର୍ପଣ କଲା; ପୁଣି, ସେମାନେ ଯାହା କଲେ, ସେହି ସକଳର କର୍ତ୍ତା ସେ ହେଲେ। Viz kapitola |