ଆଦି ପୁସ୍ତକ 39:3 - ପବିତ୍ର ବାଇବଲ3 ପୋଟୀଫର ଦେଖିଲେ ଯେ ସଦାପ୍ରଭୁ ଯୋଷେଫଙ୍କର ସହାୟ ଅଟନ୍ତି। ପୋଟୀଫର ଦେଖିଲେ ସଦାପ୍ରଭୁ ସହାୟ ଯୋଗୁଁ ସେ ଯେଉଁ କାର୍ଯ୍ୟ କରୁଛି ତାହା ସୁଗ୍ଭରୁ ରୂପେ କରି ପାରୁଛି। Viz kapitolaପବିତ୍ର ବାଇବଲ (Re-edited) - (BSI)3 ଏଥିରେ ସଦାପ୍ରଭୁ ତାଙ୍କର ସହବର୍ତ୍ତୀ ଅଛନ୍ତି ଓ ସେ ଯେ ଯେ କାର୍ଯ୍ୟ କଲେ, ସଦାପ୍ରଭୁ ତାଙ୍କ ହାତରେ ସେସମସ୍ତ ସିଦ୍ଧ କରୁଅଛନ୍ତି, ଏହା ତାଙ୍କର କର୍ତ୍ତା ଦେଖିଲା। Viz kapitolaଓଡିଆ ବାଇବେଲ3 ଏଥିରେ ସଦାପ୍ରଭୁ ତାଙ୍କର ସହବର୍ତ୍ତୀ ଅଛନ୍ତି ଓ ସେ ଯେଉଁ ଯେଉଁ କାର୍ଯ୍ୟ କଲେ, ସଦାପ୍ରଭୁ ତାଙ୍କ ହାତରେ ସେହି ସମସ୍ତ ସିଦ୍ଧ କରୁଅଛନ୍ତି, ଏହା ତାଙ୍କର କର୍ତ୍ତା ଦେଖିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଏଥିରେ ସଦାପ୍ରଭୁ ତାଙ୍କର ସହବର୍ତ୍ତୀ ଅଛନ୍ତି ଓ ସେ ଯେଉଁ ଯେଉଁ କାର୍ଯ୍ୟ କଲେ, ସଦାପ୍ରଭୁ ତାଙ୍କ ହାତରେ ସେହି ସମସ୍ତ ସିଦ୍ଧ କରୁଅଛନ୍ତି, ଏହା ତାଙ୍କର କର୍ତ୍ତା ଦେଖିଲା। Viz kapitola |