ଆଦି ପୁସ୍ତକ 39:7 - ପବିତ୍ର ବାଇବଲ7 କିଛି ଦିନ ପରେ ଯୋଷେଫଙ୍କର ମୁନିବର ସ୍ତ୍ରୀ ଯୋଷେଫଙ୍କୁ ନଜର ପକେଇବାକୁ ଲାଗିଲା। ଦିନେ ସେହି ସ୍ତ୍ରୀ ଯୋଷେଫକୁ ଅନୁରୋଧ କଲା, “ମୋ’ ସହିତ ଶୟନ କର।” Viz kapitolaପବିତ୍ର ବାଇବଲ (Re-edited) - (BSI)7 ଆଉ ଉକ୍ତ ଘଟଣା ଉତ୍ତାରେ ତାଙ୍କର ପ୍ରଭୁର ଭାର୍ଯ୍ୟା ଯୋଷେଫଙ୍କ ଉପରେ ଦୃଷ୍ଟି ପକାଇବାକୁ ଲାଗିଲା; ତହୁଁ ତାଙ୍କୁ କହିଲା, ତୁମ୍ଭେ ମୋʼ ସଙ୍ଗେ ଶୟନ କର। Viz kapitolaଓଡିଆ ବାଇବେଲ7 ଆଉ ଉକ୍ତ ଘଟଣା ଉତ୍ତାରେ ତାଙ୍କର ପ୍ରଭୁର ଭାର୍ଯ୍ୟା ଯୋଷେଫଙ୍କ ଉପରେ ଦୃଷ୍ଟି ପକାଇବାକୁ ଲାଗିଲା; ତହୁଁ ତାଙ୍କୁ କହିଲା, “ତୁମ୍ଭେ ମୋ’ ସଙ୍ଗେ ଶୟନ କର।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଆଉ ଉକ୍ତ ଘଟଣା ଉତ୍ତାରେ ତାଙ୍କର ପ୍ରଭୁର ଭାର୍ଯ୍ୟା ଯୋଷେଫଙ୍କ ଉପରେ ଦୃଷ୍ଟି ପକାଇବାକୁ ଲାଗିଲା; ତହୁଁ ତାଙ୍କୁ କହିଲା, “ତୁମ୍ଭେ ମୋʼ ସଙ୍ଗେ ଶୟନ କର।” Viz kapitola |