ଆଦି ପୁସ୍ତକ 39:9 - ପବିତ୍ର ବାଇବଲ9 ଏହି ଗୃହରେ ସେ ମୋତେ ତାଙ୍କ ସହିତ ସମାନ କରିଛନ୍ତି। ମୁଁ ତାଙ୍କ ସ୍ତ୍ରୀ ସହିତ ଶୟନ କରି ପାରିବି ନାହିଁ। ଏହା ଭୁଲ୍ ଅଟେ, ଏହା ପରମେଶ୍ୱରଙ୍କ ବିରୁଦ୍ଧରେ ପାପ ତୁଲ୍ୟ।” Viz kapitolaପବିତ୍ର ବାଇବଲ (Re-edited) - (BSI)9 ଏହି ଗୃହରେ ମୋʼଠାରୁ ବଡ଼ କେହି ନାହିଁ; ତୁମ୍ଭେ ତାଙ୍କର ଭାର୍ଯ୍ୟା, ଏନିମନ୍ତେ କେବଳ ତୁମ୍ଭ ଛଡ଼ା ମୋʼ ପ୍ରତି ଆଉ କିଛି ମନା ନାହିଁ। ଏହେତୁ ମୁଁ କିରୂପେ ଏଡ଼େ ବଡ଼ ଦୁଷ୍ଟତା ଓ ପରମେଶ୍ଵରଙ୍କ ବିରୁଦ୍ଧରେ ପାପ କରିପାରେ? Viz kapitolaଓଡିଆ ବାଇବେଲ9 ଏହି ଗୃହରେ ମୋ’ଠାରୁ ବଡ଼ କେହି ନାହିଁ; ତୁମ୍ଭେ ତାଙ୍କର ଭାର୍ଯ୍ୟା, ଏନିମନ୍ତେ କେବଳ ତୁମ୍ଭ ଛଡ଼ା ମୋ’ ପ୍ରତି ଆଉ କିଛି ମନା ନାହିଁ। ଏହେତୁ ମୁଁ କିପରି ଏଡ଼େ ବଡ଼ ଦୁଷ୍ଟତା ଓ ପରମେଶ୍ୱରଙ୍କ ବିରୁଦ୍ଧରେ ପାପ କରିପାରେ ?” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଏହି ଗୃହରେ ମୋʼ ଠାରୁ ବଡ଼ କେହି ନାହିଁ; ତୁମ୍ଭେ ତାଙ୍କର ଭାର୍ଯ୍ୟା, ଏନିମନ୍ତେ କେବଳ ତୁମ୍ଭ ଛଡ଼ା ମୋʼ ପ୍ରତି ଆଉ କିଛି ମନା ନାହିଁ। ଏହେତୁ ମୁଁ କିପରି ଏଡ଼େ ବଡ଼ ଦୁଷ୍ଟତା ଓ ପରମେଶ୍ୱରଙ୍କ ବିରୁଦ୍ଧରେ ପାପ କରିପାରେ?” Viz kapitola |