ଆଦି ପୁସ୍ତକ 4:1 - ପବିତ୍ର ବାଇବଲ1 ଯେତେବେଳେ ସେହି ମନୁଷ୍ୟ ତା'ର ସ୍ତ୍ରୀ ହବା ସହିତ ସହବାସ କଲା, ସେ ଗର୍ଭବତୀ ହେଲା ଏବଂ ଏକ ପୁତ୍ରକୁ ଜନ୍ମ ଦେଲା, ଯାହାକୁ ସେ କୟିନ କହିଲା। ହବା କହିଲା, “ସଦାପ୍ରଭୁଙ୍କ ସହାୟତାରେ ମୁଁ ଏକ ମନୁଷ୍ୟ ଜନ୍ମ କରିଛି।” Viz kapitolaପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ଆଦମ ଆପଣା ଭାର୍ଯ୍ୟା ହବାଙ୍କର ସହବାସ କରନ୍ତେ, ସେ ଗର୍ଭବତୀ ହୋଇ କୟିନ (ଅର୍ଥାତ୍ ଲାଭ) ନାମକ ଗୋଟିଏ ପୁତ୍ର ପ୍ରସବ କରି କହିଲେ, ସଦାପ୍ରଭୁଙ୍କ ସାହାଯ୍ୟରେ ମୋହର ଏକ ନର ଲାଭ ହୋଇଅଛି। Viz kapitolaଓଡିଆ ବାଇବେଲ1 ଏଥିଉତ୍ତାରେ ଆଦମ ଆପଣା ଭାର୍ଯ୍ୟା ହବାଙ୍କର ସହବାସ କରନ୍ତେ, ସେ ଗର୍ଭବତୀ ହୋଇ କୟିନ (ଅର୍ଥାତ୍ ଲାଭ) ନାମକ ଗୋଟିଏ ପୁତ୍ର ପ୍ରସବ କରି କହିଲେ, “ସଦାପ୍ରଭୁଙ୍କ ସାହାଯ୍ୟରେ ମୋହର ଏକ ନର ଲାଭ ହୋଇଅଛି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ଆଦମ ଆପଣା ଭାର୍ଯ୍ୟା ହବାଙ୍କର ସହବାସ କରନ୍ତେ, ସେ ଗର୍ଭବତୀ ହୋଇ କୟିନ (ଅର୍ଥାତ୍ ଲାଭ) ନାମକ ଗୋଟିଏ ପୁତ୍ର ପ୍ରସବ କରି କହିଲେ, “ସଦାପ୍ରଭୁଙ୍କ ସାହାଯ୍ୟରେ ମୋହର ଏକ ନର ଲାଭ ହୋଇଅଛି।” Viz kapitola |