ଆଦି ପୁସ୍ତକ 4:14 - ପବିତ୍ର ବାଇବଲ14 ଆଜି ତୁମ୍ଭେ ମୋତେ ଏହି ଭୂମିରୁ ତଡ଼ି ଦେଲ, ତହିଁରେ ମୁଁ ତୁମ୍ଭଠାରୁ ଲୁକାୟିତ ହେବି। ମୁଁ ଏକ ପଳାତକ ଓ ପୃଥିବୀରେ ଭ୍ରମଣକାରୀ ହେବି। ଏପରି ହେବ ଯେ, କୌଣସି ଲୋକ ମୋତେ ପାଇଲେ ବଧ କରିବ।” Viz kapitolaପବିତ୍ର ବାଇବଲ (Re-edited) - (BSI)14 ଦେଖ, ତୁମ୍ଭେ ଆଜି ମୋତେ ଏ ସ୍ଥାନରୁ ତଡ଼ିଦେଲ, ତହିଁରେ ତୁମ୍ଭ ସମ୍ମୁଖରୁ ମୁଁ ଗୁପ୍ତ ହେବି; ଏହି ରୂପେ ପୃଥିବୀରେ ପଳାତକ ଓ ଭ୍ରମଣକାରୀ ହେଲେ ଏପରି ହେବ ଯେ, କୌଣସି ଲୋକ ମୋତେ ପାଇଲେ ବଧ କରିବ। Viz kapitolaଓଡିଆ ବାଇବେଲ14 ଦେଖ, ତୁମ୍ଭେ ଆଜି ମୋତେ ଏ ସ୍ଥାନରୁ ତଡ଼ି ଦେଲ, ତହିଁରେ ତୁମ୍ଭ ସମ୍ମୁଖରୁ ମୁଁ ଗୁପ୍ତ ହେବି; ଏହିରୂପେ ପୃଥିବୀରେ ପଳାତକ ଓ ଭ୍ରମଣକାରୀ ହେଲେ ଏପରି ହେବ ଯେ, କୌଣସି ଲୋକ ମୋତେ ପାଇଲେ ବଧ କରିବ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଦେଖ, ତୁମ୍ଭେ ଆଜି ମୋତେ ଏ ସ୍ଥାନରୁ ତଡ଼ି ଦେଲ, ତହିଁରେ ତୁମ୍ଭ ସମ୍ମୁଖରୁ ମୁଁ ଗୁପ୍ତ ହେବି; ଏହିରୂପେ ପୃଥିବୀରେ ପଳାତକ ଓ ଭ୍ରମଣକାରୀ ହେଲେ ଏପରି ହେବ ଯେ, କୌଣସି ଲୋକ ମୋତେ ପାଇଲେ ବଧ କରିବ।” Viz kapitola |