ଆଦି ପୁସ୍ତକ 4:17 - ପବିତ୍ର ବାଇବଲ17 କୟିନ ତା'ର ସ୍ତ୍ରୀ ସହିତ ସହବାସ କଲା। ଏହା ପରେ ସେ ଗର୍ଭବତୀ ହୋଇ ଏକ ସନ୍ତାନ ଜନ୍ମ କଲା ଯାହାର ନାମ ଥିଲା ହନୋକ। କୟିନ ତା'ର ପୁତ୍ରର ନାମ ଅନୁସାରେ ଏକ ନଗର ନିର୍ମାଣ କଲା ଓ ତା'ର ନାମ ଦେଲା “ହନୋକ।” Viz kapitolaପବିତ୍ର ବାଇବଲ (Re-edited) - (BSI)17 ଆଉ କୟିନ ଆପଣା ଭାର୍ଯ୍ୟାର ସହବାସ କରନ୍ତେ, ସେ ଗର୍ଭବତୀ ହୋଇ ହନୋକକୁ ପ୍ରସବ କଲେ; ପୁଣି ସେ ଏକ ନଗର ନିର୍ମାଣ କରି ଆପଣା ପୁତ୍ରର ନାମାନୁସାରେ ତହିଁର ନାମ ହନୋକ ଦେଲେ। Viz kapitolaଓଡିଆ ବାଇବେଲ17 ଆଉ କୟିନ ଆପଣା ଭାର୍ଯ୍ୟାର ସହବାସ କରନ୍ତେ, ସେ ଗର୍ଭବତୀ ହୋଇ ହନୋକକୁ ପ୍ରସବ କଲେ; ପୁଣି, ସେ ଏକ ନଗର ନିର୍ମାଣ କରି ଆପଣା ପୁତ୍ରର ନାମାନୁସାରେ ତହିଁର ନାମ ହନୋକ ଦେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଆଉ କୟିନ ଆପଣା ଭାର୍ଯ୍ୟାର ସହବାସ କରନ୍ତେ, ସେ ଗର୍ଭବତୀ ହୋଇ ହନୋକକୁ ପ୍ରସବ କଲେ; ପୁଣି, ସେ ଏକ ନଗର ନିର୍ମାଣ କରି ଆପଣା ପୁତ୍ରର ନାମାନୁସାରେ ତହିଁର ନାମ ହନୋକ ଦେଲେ। Viz kapitola |