ଆଦି ପୁସ୍ତକ 4:18 - ପବିତ୍ର ବାଇବଲ18 ହନୋକର ଏକ ପୁତ୍ର ଥିଲା ଯାହାର ନାମ ଈରଦ। ଈରଦର ଏକ ପୁତ୍ର ଥିଲା ଯାହାର ନାମ ମହୁୟାୟେଲ। ମହୁୟାୟେଲର ଏକ ପୁତ୍ର ଥିଲା ଯାହାର ନାମ ମଥୁଶାୟେଲ ଓ ମଥୁଶାୟେଲର ଏକ ପୁତ୍ର ଥିଲା ଯାହାର ନାମ ଲେମକ। Viz kapitolaପବିତ୍ର ବାଇବଲ (Re-edited) - (BSI)18 ସେହି ହନୋକର ପୁତ୍ର ଈରଦ ଓ ଈରଦର ପୁତ୍ର ମହୁୟାୟେଲ ଓ ମହୁୟାୟେଲର ପୁତ୍ର ମଥୁଶାୟେଲ ଓ ମଥୁଶାୟେଲର ପୁତ୍ର ଲେମକ। Viz kapitolaଓଡିଆ ବାଇବେଲ18 ସେହି ହନୋକର ପୁତ୍ର ଈରଦ ଓ ଈରଦର ପୁତ୍ର ମହୁୟାୟେଲ ଓ ମହୁୟାୟେଲର ପୁତ୍ର ମଥୁଶାୟେଲ ଓ ମଥୁଶାୟେଲର ପୁତ୍ର ଲେମକ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ସେହି ହନୋକର ପୁତ୍ର ଈରଦ ଓ ଈରଦର ପୁତ୍ର ମହୁୟାୟେଲ ଓ ମହୁୟାୟେଲର ପୁତ୍ର ମଥୁଶାୟେଲ ଓ ମଥୁଶାୟେଲର ପୁତ୍ର ଲେମକ। Viz kapitola |