ଆଦି ପୁସ୍ତକ 4:22 - ପବିତ୍ର ବାଇବଲ22 ସିଲ୍ଲାର ଗର୍ଭରୁ ତୁବଲ-କୟିନ ଜନ୍ମ ହେଲା। ସେ ପିତ୍ତଳ ଓ ଲୌହର ନାନାପ୍ରକାର ଅସ୍ତ୍ର ନିର୍ମାଣକାରୀ ଥିଲା। ତୁବଲ-କୟିନର ନୟମା ନାମ୍ନୀ ଏକ ଭଉଣୀ ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)22 ସିଲ୍ଲାର ଗର୍ଭରେ ତୁବଲ-କୟିନ ଜନ୍ମିଲା, ସେ ପିତ୍ତଳ ଓ ଲୌହର ନାନା ପ୍ରକାର ଅସ୍ତ୍ର ନିର୍ମାଣକାରୀ ଥିଲା; ତୁବଲ-କୟିନର ନୟମା ନାମ୍ନୀ ଏକ ଭଗ୍ନୀ ଥିଲା। Viz kapitolaଓଡିଆ ବାଇବେଲ22 ସିଲ୍ଲାର ଗର୍ଭରେ ତୁବଲ୍-କୟିନ ଜନ୍ମିଲା, ସେ ପିତ୍ତଳ ଓ ଲୌହର ନାନା ପ୍ରକାର ଅସ୍ତ୍ର ନିର୍ମାଣକାରୀ ଥିଲା; ତୁବଲ୍-କୟିନର ନୟମା ନାମ୍ନୀ ଏକ ଭଗ୍ନୀ ଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ସିଲ୍ଲାର ଗର୍ଭରେ ତୁବଲ୍-କୟିନ ଜନ୍ମିଲା, ସେ ପିତ୍ତଳ ଓ ଲୌହର ନାନା ପ୍ରକାର ଅସ୍ତ୍ର ନିର୍ମାଣକାରୀ ଥିଲା; ତୁବଲ୍-କୟିନର ନୟମା ନାମ୍ନୀ ଏକ ଭଗ୍ନୀ ଥିଲା। Viz kapitola |