ଆଦି ପୁସ୍ତକ 4:23 - ପବିତ୍ର ବାଇବଲ23 ଲେମକ ତା'ର ସ୍ତ୍ରୀମାନଙ୍କୁ କହିଲା, “ହେ ଆଦା ଓ ସିଲ୍ଲା, ମୋ’ କଥା ଶୁଣ! ହେ ଲେମକର ସ୍ତ୍ରୀଗଣ, ତୁମ୍ଭେମାନେ ମୋ’ କଥା ଶୁଣ, ଜଣେ ଲୋକ ମୋତେ ଆଘାତ ଦେଲା ତେଣୁ ମୁଁ ତାକୁ ମାରିଦେଲି। ଜଣେ ଶିଶୁ ମୋତେ ପ୍ରହାର କଲା ତେଣୁ ମୁଁ ତାକୁ ମାରିଦେଲି। Viz kapitolaପବିତ୍ର ବାଇବଲ (Re-edited) - (BSI)23 ଅନନ୍ତର ଲେମକ ଆପଣା ଭାର୍ଯ୍ୟାମାନଙ୍କୁ କହିଲେ, ଆଗୋ ଆଦା ଓ ସିଲ୍ଲା, ମୋʼ କଥା ଶୁଣ; ଆଗୋ ଲେମକର ଭାର୍ଯ୍ୟାଗଣ, ତୁମ୍ଭେମାନେ ମୋʼ ବାକ୍ୟରେ କର୍ଣ୍ଣପାତ କର; ମୁଁ ଆଘାତର ପରିଶୋଧରେ ଜଣେ ମନୁଷ୍ୟକୁ ଓ ପ୍ରହାରର ପରିଶୋଧରେ ଜଣେ ଯୁବାକୁ ବଧ କରିଅଛି; Viz kapitolaଓଡିଆ ବାଇବେଲ23 ଏଥିଉତ୍ତାରେ ଲେମକ ଆପଣା ଭାର୍ଯ୍ୟାମାନଙ୍କୁ କହିଲେ, “ଆଗୋ ଆଦା ଓ ସିଲ୍ଲା, ମୋ’ କଥା ଶୁଣ; ଆଗୋ ଲେମକର ଭାର୍ଯ୍ୟାଗଣ, ତୁମ୍ଭେମାନେ ମୋ’ ବାକ୍ୟରେ କର୍ଣ୍ଣପାତ କର; ମୁଁ ଆଘାତର ପରିଶୋଧରେ ଜଣେ ମନୁଷ୍ୟକୁ ଓ ପ୍ରହାରର ପରିଶୋଧରେ ଜଣେ ଯୁବାକୁ ବଧ କରିଅଛି; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଏଥିଉତ୍ତାରେ ଲେମକ ଆପଣା ଭାର୍ଯ୍ୟାମାନଙ୍କୁ କହିଲେ, “ଆଗୋ ଆଦା ଓ ସିଲ୍ଲା, ମୋʼ କଥା ଶୁଣ; ଆଗୋ ଲେମକର ଭାର୍ଯ୍ୟାଗଣ, ତୁମ୍ଭେମାନେ ମୋʼ ବାକ୍ୟରେ କର୍ଣ୍ଣପାତ କର; ମୁଁ ଆଘାତର ପରିଶୋଧରେ ଜଣେ ମନୁଷ୍ୟକୁ ଓ ପ୍ରହାରର ପରିଶୋଧରେ ଜଣେ ଯୁବାକୁ ବଧ କରିଅଛି; Viz kapitola |