ଆଦି ପୁସ୍ତକ 4:6 - ପବିତ୍ର ବାଇବଲ6 ସଦାପ୍ରଭୁ କୟିନକୁ ପଗ୍ଭରିଲେ, “କାହିଁକି ତୁମ୍ଭେ କ୍ରୋଧ କରୁଅଛ? ତୁମ୍ଭେ କାହିଁକି ଦୁଃଖ କରୁଛ? Viz kapitolaପବିତ୍ର ବାଇବଲ (Re-edited) - (BSI)6 ତହିଁରେ ସଦାପ୍ରଭୁ କୟିନଙ୍କୁ କହିଲେ, ତୁମ୍ଭେ କାହିଁକି କ୍ରୋଧ କରୁଅଛ? ଆଉ କାହିଁକି ଅଧୋମୁଖ ହେଉଅଛ? Viz kapitolaଓଡିଆ ବାଇବେଲ6 ତହିଁରେ ସଦାପ୍ରଭୁ କୟିନଙ୍କୁ କହିଲେ, “ତୁମ୍ଭେ କାହିଁକି କ୍ରୋଧ କରୁଅଛ ? ଆଉ କାହିଁକି ଦୁଃଖିତ ହେଉଅଛ ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ତହିଁରେ ସଦାପ୍ରଭୁ କୟିନଙ୍କୁ କହିଲେ, “ତୁମ୍ଭେ କାହିଁକି କ୍ରୋଧ କରୁଅଛ? ଆଉ କାହିଁକି ଦୁଃଖିତ ହେଉଅଛ? Viz kapitola |