ଆଦି ପୁସ୍ତକ 40:13 - ପବିତ୍ର ବାଇବଲ13 ତିନି ଦିନ ମଧ୍ୟରେ ଫାରୋ ତୁମ୍ଭର ମସ୍ତକ ଉଠାଇ ତୁମ୍ଭକୁ ନିଜ ପଦରେ ପୁନର୍ବାର ନିଯୁକ୍ତି ଦେବେ। ତହିଁରେ ତୁମ୍ଭେ ପୂର୍ବପରି ପାନପାତ୍ରବାହକ ହୋଇ ପୁନର୍ବାର ଫାରୋଙ୍କ ହସ୍ତରେ ପାନପାତ୍ର ଦେବ। Viz kapitolaପବିତ୍ର ବାଇବଲ (Re-edited) - (BSI)13 ତିନି ଦିନ ମଧ୍ୟରେ ଫାରୋ ତୁମ୍ଭର ମସ୍ତକ ଉଠାଇ ତୁମ୍ଭକୁ ନିଜ ପଦରେ ପୁନର୍ବାର ନିଯୁକ୍ତ କରିବେ; ତହିଁରେ ତୁମ୍ଭେ ପୂର୍ବପରି ପାନପାତ୍ରବାହକ ହୋଇ ପୁନର୍ବାର ଫାରୋଙ୍କର ହସ୍ତରେ ପାନପାତ୍ର ଦେବ। Viz kapitolaଓଡିଆ ବାଇବେଲ13 ତିନି ଦିନ ମଧ୍ୟରେ ଫାରୋ ତୁମ୍ଭର ମସ୍ତକ ଉଠାଇ ତୁମ୍ଭକୁ ନିଜ ପଦରେ ପୁନର୍ବାର ନିଯୁକ୍ତ କରିବେ; ତହିଁରେ ତୁମ୍ଭେ ପୂର୍ବପରି ପାନପାତ୍ର ବାହକ ହୋଇ ପୁନର୍ବାର ଫାରୋଙ୍କର ହସ୍ତରେ ପାନପାତ୍ର ଦେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ତିନି ଦିନ ମଧ୍ୟରେ ଫାରୋ ତୁମ୍ଭର ମସ୍ତକ ଉଠାଇ ତୁମ୍ଭକୁ ନିଜ ପଦରେ ପୁନର୍ବାର ନିଯୁକ୍ତ କରିବେ; ତହିଁରେ ତୁମ୍ଭେ ପୂର୍ବ ପରି ପାନପାତ୍ରବାହକ ହୋଇ ପୁନର୍ବାର ଫାରୋଙ୍କର ହସ୍ତରେ ପାନପାତ୍ର ଦେବ। Viz kapitola |