ଆଦି ପୁସ୍ତକ 40:17 - ପବିତ୍ର ବାଇବଲ17 ସବା ଉପରେ ଡାଲାରେ ଫାରୋଙ୍କର ଭୋଜନ ନିମନ୍ତେ ନାନା ପ୍ରକାର ସେକା ହେବା ଜିନିଷ ଥିଲା। ଆଉ ପକ୍ଷୀଗଣ ଆସି ମୋ’ ମସ୍ତକର ଡାଲାରୁ ତାହା ଖାଇଲେ।” Viz kapitolaପବିତ୍ର ବାଇବଲ (Re-edited) - (BSI)17 ସର୍ବଉପର ଡାଲାରେ ଫାରୋଙ୍କର ଭୋଜନ ନିମନ୍ତେ ନାନା ପ୍ରକାର ପକ୍ଵାନ୍ନ ଥିଲା; ଆଉ ପକ୍ଷୀଗଣ ଆସି ମୋର ମସ୍ତକରେ ଥିବା ଡାଲାରୁ ତାହା ଘେନି ଖାଇଲେ। Viz kapitolaଓଡିଆ ବାଇବେଲ17 ସର୍ବଉପର ଡାଲାରେ ଫାରୋଙ୍କର ଭୋଜନ ନିମନ୍ତେ ନାନା ପ୍ରକାର ପକ୍ୱାନ୍ନ ଥିଲା; ଆଉ ପକ୍ଷୀଗଣ ଆସି ମୋର ମସ୍ତକରେ ଥିବା ଡାଲାରୁ ତାହା ଘେନି ଖାଇଲେ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ସର୍ବଉପର ଡାଲାରେ ଫାରୋଙ୍କର ଭୋଜନ ନିମନ୍ତେ ନାନା ପ୍ରକାର ପକ୍ୱାନ୍ନ ଥିଲା; ଆଉ ପକ୍ଷୀଗଣ ଆସି ମୋର ମସ୍ତକରେ ଥିବା ଡାଲାରୁ ତାହା ଘେନି ଖାଇଲେ।” Viz kapitola |