Online Bible

- Reklamy -




ଆଦି ପୁସ୍ତକ 40:21 - ପବିତ୍ର ବାଇବଲ

21 ଯେପରି ଯୋଷେଫ ତା'ର ସ୍ୱପ୍ନର ଅର୍ଥ ବିଷୟରେ କହିଥିଲେ, ସେହିପରି ଫାରୋ, ମୂଖ୍ୟ ପାନପାତ୍ରବାହକକୁ ତାହାର ନିଜ ପଦରେ ପୁନର୍ବାର ନିଯୁକ୍ତ କଲେ। ତହିଁରେ ସେ ଫାରୋଙ୍କର ହସ୍ତରେ ପାନପାତ୍ର ଦେବାକୁ ଲାଗିଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

21 ପୁଣି ଯୋଷେଫଙ୍କର କଥିତ ଅର୍ଥାନୁସାରେ ଫାରୋ ପ୍ରଧାନ ପାନପାତ୍ରବାହାକକୁ ତାହାର ନିଜ ପଦରେ ପୁନର୍ବାର ନିଯୁକ୍ତ କଲେ; ତହିଁରେ ସେ ଫାରୋଙ୍କର ହସ୍ତରେ ପାନପାତ୍ର ଦେବାକୁ ଲାଗିଲା।

Viz kapitola kopírovat

ଓଡିଆ ବାଇବେଲ

21 ପୁଣି, ଯୋଷେଫଙ୍କର କଥିତ ଅର୍ଥାନୁସାରେ ଫାରୋ ପ୍ରଧାନ ପାନପାତ୍ର ବାହାକକୁ ତାହାର ନିଜ ପଦରେ ପୁନର୍ବାର ନିଯୁକ୍ତ କଲେ; ତହିଁରେ ସେ ଫାରୋଙ୍କର ହସ୍ତରେ ପାନପାତ୍ର ଦେବାକୁ ଲାଗିଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ପୁଣି, ଯୋଷେଫଙ୍କର କଥିତ ଅର୍ଥାନୁସାରେ ଫାରୋ ପ୍ରଧାନ ପାନପାତ୍ର ବାହାକକୁ ତାହାର ନିଜ ପଦରେ ପୁନର୍ବାର ନିଯୁକ୍ତ କଲେ; ତହିଁରେ ସେ ଫାରୋଙ୍କର ହସ୍ତରେ ପାନପାତ୍ର ଦେବାକୁ ଲାଗିଲା।

Viz kapitola kopírovat




ଆଦି ପୁସ୍ତକ 40:21

Následuj nás:

Reklamy


Reklamy