Online Bible

- Reklamy -




ଆଦି ପୁସ୍ତକ 40:5 - ପବିତ୍ର ବାଇବଲ

5 ଏକ ରାତିରେ ଦୁଇ ଜଣ ବନ୍ଦୀ ସ୍ୱପ୍ନ ଦେଖିଲେ। ସେହି ଦୁଇଜଣ ବନ୍ଦୀ ମିଶରର ରାଜାଙ୍କର ପାନପାତ୍ରବାହକ ଓ ସୂପକାର। ଉଭୟେ ଏକ ସ୍ୱପ୍ନ ଦେଖିଲେ ଓ ଉଭୟଙ୍କ ସ୍ୱପ୍ନର ଅର୍ଥ ଭିନ୍ନଥିଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

5 ଅନନ୍ତର ମିସ୍ରୀୟ ରାଜାଙ୍କର ସେହି କାରାବଦ୍ଧ ପାନପାତ୍ରବାହକ ଓ ସୂପକାର ଦୁଇଜଣ ଏକ ରାତ୍ରିରେ ଦୁଇ ପ୍ରକାର ଅର୍ଥବିଶିଷ୍ଟ ଦୁଇ ସ୍ଵପ୍ନ ଦେଖିଲେ।

Viz kapitola kopírovat

ଓଡିଆ ବାଇବେଲ

5 ଏଥିଉତ୍ତାରେ ମିସ୍ରୀୟ ରାଜାଙ୍କର ସେହି କାରାବଦ୍ଧ ପାନପାତ୍ରବାହକ ଓ ସୂପକାର ଦୁଇଜଣ ଏକ ରାତ୍ରିରେ ଦୁଇ ପ୍ରକାର ଅର୍ଥବିଶିଷ୍ଟ ଦୁଇ ସ୍ୱପ୍ନ ଦେଖିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଏଥିଉତ୍ତାରେ ମିସରୀୟ ରାଜାଙ୍କର ସେହି କାରାବଦ୍ଧ ପାନପାତ୍ରବାହକ ଓ ସୂପକାର ଦୁଇ ଜଣ ଏକ ରାତ୍ରିରେ ଦୁଇ ପ୍ରକାର ଅର୍ଥବିଶିଷ୍ଟ ଦୁଇ ସ୍ୱପ୍ନ ଦେଖିଲେ।

Viz kapitola kopírovat




ଆଦି ପୁସ୍ତକ 40:5

Následuj nás:

Reklamy


Reklamy