Online Bible

- Reklamy -




ଆଦି ପୁସ୍ତକ 41:12 - ପବିତ୍ର ବାଇବଲ

12 ସେଠାରେ ଜଣେ ଏବ୍ରୀୟ ଲୋକ ଯେ କି ଆମ୍ଭମାନଙ୍କ ସହିତ ବନ୍ଦୀଶାଳାରେ ଥିଲେ। ସେ ହେଉଛନ୍ତି ରକ୍ଷକ ସୈନ୍ୟାଧିପତିର ଦାସ। ଆମ୍ଭେ ଆମ୍ଭମାନଙ୍କର ସ୍ୱପ୍ନ ବିଷୟରେ ତାଙ୍କୁ କହିଲୁ। ଏବଂ ସେ ଆମ୍ଭକୁ ତାହା ସବୁ ବୁଝାଇ ଦେଲେ। ସେ ଆମ୍ଭ ଦୁଇଜଣଙ୍କର ସ୍ୱପ୍ନର ଅର୍ଥ ବୁଝାଇ ଦେଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

12 ସେଠାରେ ଆମ୍ଭମାନଙ୍କ ସଙ୍ଗରେ ରକ୍ଷକ ସୈନ୍ୟାଧିପତିର ଦାସ ଜଣେ ଏବ୍ରୀୟ ଯୁବା ଥିଲା; ଆମ୍ଭେମାନେ ତାକୁ ସ୍ଵପ୍ନର କଥା କହନ୍ତେ, ସେ ଆମ୍ଭମାନଙ୍କୁ ତହିଁର ଅର୍ଥ କହିଲା, ପ୍ରତ୍ୟେକ ଜଣର ସ୍ଵପ୍ନାନୁସାରେ ଅର୍ଥ କହିଲା।

Viz kapitola kopírovat

ଓଡିଆ ବାଇବେଲ

12 ସେଠାରେ ଆମ୍ଭମାନଙ୍କ ସଙ୍ଗରେ ରକ୍ଷକ ସୈନ୍ୟାଧିପତିର ଦାସ ଜଣେ ଏବ୍ରୀୟ ଯୁବା ଥିଲା; ଆମ୍ଭେମାନେ ତାକୁ ସ୍ୱପ୍ନର କଥା କହନ୍ତେ, ସେ ଆମ୍ଭମାନଙ୍କୁ ତହିଁର ଅର୍ଥ କହିଲା, “ପ୍ରତ୍ୟେକ ଜଣର ସ୍ୱପ୍ନାନୁସାରେ ଅର୍ଥ କହିଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ସେଠାରେ ଆମ୍ଭମାନଙ୍କ ସଙ୍ଗରେ ରକ୍ଷକ ସୈନ୍ୟାଧିପତିର ଦାସ ଜଣେ ଏବ୍ରୀୟ ଯୁବା ଥିଲା; ଆମ୍ଭେମାନେ ତାକୁ ସ୍ୱପ୍ନର କଥା କହନ୍ତେ, ସେ ଆମ୍ଭମାନଙ୍କୁ ତହିଁର ଅର୍ଥ କହିଲା, ପ୍ରତ୍ୟେକ ଜଣର ସ୍ୱପ୍ନାନୁସାରେ ଅର୍ଥ କହିଲା।

Viz kapitola kopírovat




ଆଦି ପୁସ୍ତକ 41:12

Následuj nás:

Reklamy


Reklamy