Online Bible

- Reklamy -




ଆଦି ପୁସ୍ତକ 41:16 - ପବିତ୍ର ବାଇବଲ

16 ଯୋଷେଫ ଉତ୍ତର ଦେଲେ, “ମୁଁ ପାରିବି ନାହିଁ। କିନ୍ତୁ ହୋଇପାରେ ପରମେଶ୍ୱର ଏହାର ଅର୍ଥ କରି ପାରନ୍ତି।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

16 ତହିଁରେ ଯୋଷେଫ କହିଲେ, ତାହା ମୋହର ଆୟତ୍ତ ନୁହେଁ, ମାତ୍ର ପରମେଶ୍ଵର ଫାରୋଙ୍କୁ ମାଙ୍ଗଳିକ ଉତ୍ତର ଦେବେ।

Viz kapitola kopírovat

ଓଡିଆ ବାଇବେଲ

16 ତହିଁରେ ଯୋଷେଫ କହିଲେ, “ତାହା ମୋହର ଆୟତ୍ତ ନୁହେଁ, ମାତ୍ର ପରମେଶ୍ୱର ଫାରୋଙ୍କୁ ମାଙ୍ଗଳିକ ଉତ୍ତର ଦେବେ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ତହିଁରେ ଯୋଷେଫ କହିଲେ, “ତାହା ମୋହର ଆୟତ୍ତ ନୁହେଁ, ମାତ୍ର ପରମେଶ୍ୱର ଫାରୋଙ୍କୁ ମାଙ୍ଗଳିକ ଉତ୍ତର ଦେବେ।”

Viz kapitola kopírovat




ଆଦି ପୁସ୍ତକ 41:16

Následuj nás:

Reklamy


Reklamy