ଆଦି ପୁସ୍ତକ 41:17 - ପବିତ୍ର ବାଇବଲ17 ଏହା ପରେ ଫାରୋ ଯୋଷେଫଙ୍କୁ କହିଲେ, “ମୁଁ ସ୍ୱପ୍ନରେ ଦେଖିଲି, ମୁଁ ନୀଳ ନଦୀ କୂଳରେ ଛିଡ଼ା ହୋଇଥିଲି। Viz kapitolaପବିତ୍ର ବାଇବଲ (Re-edited) - (BSI)17 ତହୁଁ ଫାରୋ ଯୋଷେଫଙ୍କୁ କହିଲେ, ଆମ୍ଭ ସ୍ଵପ୍ନରେ, ଦେଖ, ଆମ୍ଭେ ନଦୀ ତଟରେ ଠିଆ ହୋଇଥିଲୁ। Viz kapitolaଓଡିଆ ବାଇବେଲ17 ତହୁଁ ଫାରୋ ଯୋଷେଫଙ୍କୁ କହିଲେ, “ଆମ୍ଭ ସ୍ୱପ୍ନରେ, ଦେଖ, ଆମ୍ଭେ ନଦୀ ତଟରେ ଠିଆ ହୋଇଥିଲୁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ତହୁଁ ଫାରୋ ଯୋଷେଫଙ୍କୁ କହିଲେ, “ଆମ୍ଭ ସ୍ୱପ୍ନରେ, ଦେଖ, ଆମ୍ଭେ ନଦୀ ତଟରେ ଠିଆ ହୋଇଥିଲୁ। Viz kapitola |