ଆଦି ପୁସ୍ତକ 41:20 - ପବିତ୍ର ବାଇବଲ20 ଏହା ପରେ ସେହି ଦୁର୍ବଳ କୁତ୍ସିତ ଗାଈଗୁଡ଼ିକ ସେହି ସୁସ୍ଥବାନ ଗାଈଗୁଡ଼ିକୁ ଖାଇଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ପୁଣି, ସେହି କୃଶ କୁତ୍ସିତ ଗୋରୁ ପୂର୍ବର ହୃଷ୍ଟପୁଷ୍ଟ ସେହି ସାତୋଟି ଗୋରୁଙ୍କୁ ଖାଇ ପକାଇଲେ। Viz kapitolaଓଡିଆ ବାଇବେଲ20 ପୁଣି, ସେହି କ୍ଷୀଣ କୁତ୍ସିତ ଗୋରୁ ପୂର୍ବର ହୃଷ୍ଟପୁଷ୍ଟ ସେହି ସାତୋଟି ଗୋରୁଙ୍କୁ ଖାଇ ପକାଇଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ପୁଣି, ସେହି କ୍ଷୀଣ କୁତ୍ସିତ ଗୋରୁ ପୂର୍ବର ହୃଷ୍ଟପୁଷ୍ଟ ସେହି ସାତୋଟି ଗୋରୁଙ୍କୁ ଖାଇ ପକାଇଲେ। Viz kapitola |