ଆଦି ପୁସ୍ତକ 41:34 - ପବିତ୍ର ବାଇବଲ34 ଏହା ପରେ ଆପଣ ଆଉ କିଛି ଲୋକଙ୍କୁ ବାଛନ୍ତୁ ଯେ କି ଲୋକମାନଙ୍କଠାରୁ ଖାଦ୍ୟ ସଂଗ୍ରହ କରିବେ। ଏହିସବୁ ସୁଭିକ୍ଷ ସମୟରେ, ଲୋକମାନେ ତାଙ୍କ ଶସ୍ୟର ଏକ ପଞ୍ଚମାଂଶ ଖାଦ୍ୟ ଦେବେ। Viz kapitolaପବିତ୍ର ବାଇବଲ (Re-edited) - (BSI)34 ଫାରୋ ଏହା କରନ୍ତୁ, ଆଉ ଦେଶରେ ଅଧ୍ୟକ୍ଷଗଣ ନିଯୁକ୍ତ କରି ସାତ ବର୍ଷ ସୁଭିକ୍ଷ ସମୟରେ ମିସର ଦେଶରୁ ଶସ୍ୟର ପଞ୍ଚମାଂଶ ଗ୍ରହଣ କରନ୍ତୁ। Viz kapitolaଓଡିଆ ବାଇବେଲ34 ଫାରୋ ଏହା କରନ୍ତୁ, ଆଉ ଦେଶରେ ଅଧ୍ୟକ୍ଷଗଣ ନିଯୁକ୍ତ କରି ସାତ ବର୍ଷ ସୁଭିକ୍ଷ ସମୟରେ ମିସର ଦେଶରୁ ଶସ୍ୟର ପଞ୍ଚମାଂଶ ଗ୍ରହଣ କରନ୍ତୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ଫାରୋ ଏହା କରନ୍ତୁ, ଆଉ ଦେଶରେ ଅଧ୍ୟକ୍ଷଗଣ ନିଯୁକ୍ତ କରି ସାତ ବର୍ଷ ସୁଭିକ୍ଷ ସମୟରେ ମିସର ଦେଶରୁ ଶସ୍ୟର ପଞ୍ଚମାଂଶ ଗ୍ରହଣ କରନ୍ତୁ। Viz kapitola |